Latest Odisha News

BREAKING NEWS

Browsing Tag

UK

ବ୍ରିଟେନ୍‌ରେ ପରିବା କିଣିବା ଉପରେ ଲାଗିଲା ପ୍ରତିବନ୍ଧକ,୨ଟି ଟମାଟୋ ଓ ୨କାକୁଡ଼ି କିଣିବାକୁ ମିଳିବ ଅନୁମତି

ବ୍ରିଟେନ୍‌ରେ ଦେଖାଦେଇଛି ଖାଦ୍ୟ ସଙ୍କଟ, ଅଧିକ ପରିବା କିଣିପାରିବେନି ଗ୍ରାହକ । ଜଣେ ଗ୍ରାହକ କିଣିପାରିବେ ୨ଟି ଟମାଟୋ ଓ ୨କାକୁଡ଼ି । ବ୍ରିଟେନର ଦୁଇ ସର୍ବବୃହତ ସୁପରମାର୍କେଟ୍‌ ‘ମୋରିସନ୍’ ଏବଂ ‘ଏସ୍‌ଡା’ ସୁପରମାର୍କେଟରେ ଦେଖାଦେଇଛି ପନିପରିବାର ଅଭାବ । ବ୍ରିଟେନର ଅର୍ଥନୀତି ଏବେ…

ଚୀନ ଭଳି ବ୍ରିଟେନରେ ସ୍ଥିତି ସାଂଘାତିକ କଲାଣି କରୋନା

ନୂଆଦିଲ୍ଲୀ: ଚୀନରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ସାରା ଦୁନିଆ ଚିନ୍ତାରେ ରହିଛି । ଏବେ ବ୍ରିଟେନରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିବାରେ ଲାଗିଲାଣି । ବିଟ୍ରେନର କୋଭିଡର ପଞ୍ଚମ ପ୍ରବାହ ଆରମ୍ଭ ହୋଇଥିବା କୁହାଯାଉଛି । କିନ୍ତୁ ସରକାର ନୂଆବର୍ଷରୁ ନିୟମିତ କୋଭିଡ୍ ତଥ୍ୟ ଦେବା…

ୟୁକ୍ରେନ ଯାଇ ଜେଲେନସ୍କିଙ୍କୁ ଭେଟିଲେ ଇଂଲଣ୍ଡ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍

ଭୁବନେଶ୍ୱର: ଶନିବାର ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ଜନସନଙ୍କ ଏହି ଗସ୍ତ ଅଚାନକ ଥିଲା ବୋଲି ଜଣାପଡ଼ିଛି । ବ୍ରିିଟେନର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ମଧ୍ୟ ଏ ବିଷୟରେ ଅଜ୍ଞ ଥିଲେ । ଲଣ୍ଡନରେ ଅବସ୍ଥାପିତ ୟୁକ୍ରେନର ରାଷ୍ଟ୍ରଦୂତ କାର୍ଯ୍ୟାଳୟ…

ଇଂଲଣ୍ଡ ଗସ୍ତ ପୂର୍ବରୁ କରୋନା ଟିକା ନେଲେ ଭାରତୀୟ ମହିଳା କ୍ରିକେଟ ଟିମ୍, ୟୁକେର ଦିଆଯିବ ଦ୍ୱିତୀୟ ଡୋଜ୍

ମୁମ୍ବାଇ: ଭାରତୀୟ ମହିଳା କ୍ରିକେଟ ଟିମର ସମସ୍ତଙ୍କୁ କୋଭିଡ୍ ଟିକାର ପ୍ରଥମ ଡୋଜ୍ ଦିଆଯାଇଛି । ଇଂଲଣ୍ଡ ଗସ୍ତ ପୂର୍ବରୁ ଟିକାକରଣକୁ ତ୍ୱରାନ୍ୱିତ କରାଯାଇଛି । ଏବେ ଦଳର ସଦସ୍ୟ ମୁମ୍ବାଇରେ କ୍ୱାରେଣ୍ଟାଇନରେ ଅଛନ୍ତି । ସୂତ୍ର ଅନୁସାରେ, ସମସ୍ତଙ୍କୁ ଦ୍ୱିତୀୟ ଡୋଜ୍ କୋଭିଡ୍ ଟିକା ୟୁକେରେ…

କରୋନା ସଙ୍କଟରେ ନୂଆ ଆଶା; କାଲି ମନୁଷ୍ୟ ଦେହରେ କୋଭିଡ୍‌-୧୯ ଭାକ୍ସିନ୍ ପରୀକ୍ଷା କରିବ ଇଂଲଣ୍ଡ !

ଲଣ୍ଡନ: ଗୁରୁବାରଠୁ ମଣିଷଙ୍କ ଉପରେ କରୋନାଭାଇରସ୍ ଟିକା ପରୀକ୍ଷଣ ଆରମ୍ଭ କରିବ ଇଂଲଣ୍ଡ । ଏ ନେଇ ଏକ ପ୍ରେସ୍ କନଫେରେନ୍ସ ଜରିଆରେ ଘୋଷଣା କରିଛନ୍ତି ଇଂଲଣ୍ଡର ସ୍ୱାସ୍ଥ୍ୟ ସଚିବ ମ୍ୟାଟ୍ ହାଙ୍କୋକ୍ । Human trials for a vaccine developed by the University of Oxford will…

ବ୍ରିଟେନରେ କରୋନା ଚିକିତ୍ସା କରୁଥିବା ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁ !

ଲଣ୍ଡନ: ସାରା ବିଶ୍ୱରେ କରୋନା ମହାମାରୀର ଭୟାବହତା ବଢି ବଢି ଚାଲିଛି । ଆମେରିକା ଓ ୟୁରୋପରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ଗତ ୨ ଦିନ ହେଲା ବୃଦ୍ଧି ପାଇଛି । ବ୍ରିଟେନରେ କରୋନା ରୋଗ ଚିକିତ୍ସା କରୁଥିବା ୨ ଜଣ ଭାରତୀୟ ଡାକ୍ତରଙ୍କ ଏହି ଭୂତାଣୁ ସଂକ୍ରମଣରେ…

ବିଜୟ ମାଲ୍ୟାଙ୍କୁ ମିଳିଲା ଆଶ୍ୱସ୍ତି; ଦେବାଳିଆ ଘୋଷଣା ଲାଗି ହାଇକୋର୍ଟରେ ଶୁଣାଣି ସ୍ଥଗିତ

ଲଣ୍ଡନ: ଭାରତରେ ପଳାତକ ଘୋଷିତ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଏବେ ଲଣ୍ଡନ ହାଇକୋର୍ଟରୁ ମିଳିଛି ଆଶ୍ୱସ୍ତି । ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ମାଲ୍ୟାଙ୍କୁ ଦେବାଳିଆ ଘୋଷିତ କରିବା ଲାଗି ଲଣ୍ଡନ ହାଇକୋର୍ଟରେ ଆବେଦନ କରିଥିଲା । କେବଳ ଏସବିଆଇ ନୁହେଁ ବରଂ ଏସବିଆଇ ସହିତ ଏକାଧିକ ବ୍ୟାଙ୍କ୍…

କରୋନା ସହ ମୁକାବିଲା: ଆଇସିୟୁ ଛାଡ଼ିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍‌

ଲଣ୍ଡନ: କରୋନା ଭୂତାଣୁ ଜନିତ ପରୀକ୍ଷାରେ ପଜିଟିଭ୍ ଚିହ୍ନିତ ହେବାପରେ ସୋମବାର ରାତିରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଜନସନ୍ ଲଣ୍ଡନର ସେଣ୍ଟ୍ ଥୋମାସ ହସ୍ପିଟାଲର ଇଣ୍ଟେନସିଭ୍ କେୟାର ୟୁନିଟରେ ୪ ଦିନ ଚିକିତ୍ସିତ ହେବା ପରେ ଗୁରୁବାର ଦିନ…