Latest Odisha News

BREAKING NEWS

Browsing Tag

ULB Polls

ଅତାବିରା NAC ନିର୍ବାଚନ, ନାମାଙ୍କନରେ ବିଜେଡିର ଶକ୍ତି ପ୍ରଦର୍ଶନ

ବରଗଡ଼: ଆସନ୍ତା ୩ ତାରିଖରେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ଲାଗି ଭୋଟ୍ ଗ୍ରହଣ ହେବ । ୧୨ ୱାର୍ଡ ବିଶିଷ୍ଟ ଅତାବିରା ଏନଏସି ପାଇଁ ଆଜି ବିଜୁ ଜନତା ଦଳର ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ଅବସରରେ ବିଜେଡି ଶକ୍ତି ପ୍ରଦର୍ଶନ କରିଛି । ଏହି ଅବସରରେ…

ପୌର ନିର୍ବାଚନ ପ୍ରସ୍ତୁତି: ମୋଟ୍ ୪୦ ଲକ୍ଷ ୫୫ ହଜାର ଭୋଟର

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଆସନ୍ତାକାଲି ସରିବ ପ୍ରଚାର । ଭୋଟ୍ ଗ୍ରହଣ ତାରିଖ ପାଖେଇବା ସହ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ ଯାଏ ମତଦାନ ଚାଲିବ । ଭୋଟ୍ ଗ୍ରହଣ କାମରେ ନିୟୋଜିତ ହେବେ ମୋଟ୍ ୨୨ ହଜାର ପୋଲିଂ କର୍ମଚାରୀ ।…

ପୌର ନିର୍ବାଚନ ବାଟ ଫିଟିଲା, ଜାରି ହେଲା ଗେଜେଟ୍ ବିଜ୍ଞପ୍ତି

ଭୁବନେଶ୍ୱର: ପୌର ନିର୍ବାଚନ ନେଇ ବାଟ ପରିସ୍କାର । ପୌର ଆଇନରେ ସଂଶୋଧନକୁ ଗତ ସପ୍ତାହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ଦେଇଥିଲେ । ଏହାପରେ ଆଇନ ବିଭାଗ ପକ୍ଷରୁ ଗେଜେଟ୍ ନୋଟିସ୍ ଜାରି ହୋଇଛି । ଏହି ଆଇନ ଅନୁସାରେ ପୌର ନିର୍ବାଚନରେ ସଂରକ୍ଷଣକୁ ସର୍ବାଧିକ ୫୦ ପ୍ରତିଶତ ମଧ୍ୟରେ…