Latest Odisha News

BREAKING NEWS

Browsing Tag

Union Budget2023

ପାନ କାର୍ଡକୁ ନେଇ କେନ୍ଦ୍ର ବଜେଟରେ ବଡ ଘୋଷଣା କଲେ ଅର୍ଥ ମନ୍ତ୍ରୀ

ନୂଆଦିଲ୍ଲୀ: ପାନ କାର୍ଡକୁ ନେଇ କେନ୍ଦ୍ର ବଜେଟରେ ବଡ ଘୋଷଣା କରିଛନ୍ତି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଏବେ ପାନ କାର୍ଡ ହିଁ ହେବ ସରକାରୀ ଏଜେନ୍ସ ପାଇଁ ପରିଚୟ ପତ୍ର । ଏ ନେଇ ବଜେଟରେ ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି । ଅର୍ଥ ମନ୍ତ୍ରୀ କହିଛନ୍ତି, କେୱାଇସି ପ୍ରକ୍ରିୟାକୁ ଆହୁରି…

କେନ୍ଦ୍ର ବଜେଟ: କାହାର ଥିଲା ସବୁଠାରୁ ଲମ୍ବା, କାହାର ଛୋଟ

ନୂଆଦିଲ୍ଲୀ:ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ବଜେଟ ସଂସଦରେ ଉପସ୍ଥାପନ କରିଛନ୍ତି । କେବଳ ଭାରତ ନୁହେଁ, ସାରା ଦେଶର ଦୃଷ୍ଟି ଥିଲା ଏହି ବଜେଟ ଉପରେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ ଥିଲା  ସବୁଠାରୁ ଲମ୍ବା ବଜେଟ ଭାଷଣ । ଆଜି ସୁଦ୍ଧା କୌଣସି ବଜେଟ ଏତେ ଲମ୍ବା ନ ହୋଇ…

ବଜେଟରେ ଆୟକର ଛାଡ: କାହାକୁ ମିଳିବ କେତେ ଫାଇଦା ?

ନୂଆଦିଲ୍ଲୀ:  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ମୋଦି ସରକାରଙ୍କ ୨ୟ ପାଳିର ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ ଅର୍ଥମନ୍ତ୍ରୀ ଆୟକରକୁ ନେଇ ବଡ ଘୋଷଣା କରିଛନ୍ତି । ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ବାର୍ଷିକ ଆୟକର ସୀମା ସ୍ଲାବ ୫ ଲକ୍ଷରୁ ୭ ଲକ୍ଷକୁ ବୃଦ୍ଧି କରାଯାଇଛି…