Latest Odisha News

BREAKING NEWS

Browsing Tag

union education minister

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି: ଛାତ୍ରଛାତ୍ରୀଙ୍କୁ ସ୍ନାତକ ଶେଷ ସେମିଷ୍ଟାର ମାର୍କ ସିଟ୍…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଓଡ଼ିଶାରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କୁ ଫାଇନାଲ୍ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ୍ ମାର୍କସିଟ୍ ଶୀଘ୍ର ପ୍ରଦାନ କରିବାକୁ ସେ ଅନୁରୋଧ…

ଓଡ଼ିଶାରେ ଉଚ୍ଚ ଶିକ୍ଷାର ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଉଚ୍ଚଶିକ୍ଷା ବିଭାଗ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ରାଜ୍ୟରେ ଉଚ୍ଚଶିକ୍ଷାର ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ । ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ଏହା ତାଙ୍କର…

କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ଅସୁସ୍ଥତା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ । କରୋନା ପରବର୍ତ୍ତୀ ଅସୁସ୍ଥତା ଅନୁଭବ କରିବାକୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ଦିଲ୍ଲୀ ଏମ୍ସ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ଗତ ଏପ୍ରିଲ ମାସରେ ସେ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ କରୋନା ପଜିଟିଭ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୁଧବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ସେ ଟ୍ୱିଟରରେ ଲେଖିଛନ୍ତି ଯେ ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାସହ ସେ ଆହୁରି କହିଛନ୍ତି ଯେ, ମୁଁ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଔଷଧ ସେବନ କରୁଛି ଏବଂ…