Latest Odisha News
Browsing Tag

Union Minister Dharmendra Pradhan

ଆଜି କମ୍ପିବ ଝାରସୁଗୁଡ଼ା, ନିର୍ବାଚନ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା : ପାଖେଇ ଆସିଲାଣି ଝାରସୁଗୁଡ଼ା ନିର୍ବାଚନ । ଭୋଟରଙ୍କୁ ମନାଇବାକୁ ସବୁ ଦଳ ମନାଇଛନ୍ତି ମାରାଥନ୍‌ ପ୍ରଚାର । ଆଜି ଦୁଲୁକିବ ମୈଦାନ । ଝାରସୁଗୁଡ଼ାରେ ହାଇଭୋଲଟେଜ୍‌ ପ୍ରଚାର ଦେଖିବାକୁ ମିଳିବ । ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ…

‘ଡ୍ରାଇଭର ସଂଘ ସହ ସରକାର ଆଲୋଚନା କରି ସମାଧାନ କରନ୍ତୁ’ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ରାଜ୍ୟରେ ୨ ଦିନ ଧରି ଜାରି ରହିଛି ଡ୍ରାଇଭର ସଂଘର ଆନ୍ଦୋଳନ । ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଲୋକେ ହେଉଛନ୍ତି ହନ୍ତସନ୍ତ । ବରମୁଣ୍ଡାରୁ ଆରମ୍ଭ କରି କଟକ ବାଦାମ ବାଡ଼ି ବସ୍‌ ଷ୍ଟାଣ୍ଡରେ ଖାଁ ଖାଁ ସ୍ଥିତି ଉପୁଜିଛି  । ଡ୍ରାଇଭର ମାନେ ନିଜ ଜିଦ୍‌ରେ ଅଟଳ ରହି ଆନ୍ଦୋଳନ…

ଧର୍ମେନ୍ଦ୍ରଙ୍କ ଅନୁରୋଧ ରଖିଲେ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀ; ସେତୁ ନିର୍ମାଣ ପାଇଁ ମଞ୍ଜୁର କଲେ ୨୮୭ କୋଟି

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରଖିଲେ କେନ୍ଦ୍ର ଗ୍ରାମୀଣ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ  ।  ଭାରତ ସରକାର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମଜିଏସଓ୍ୱାଇ) ଅନ୍ତର୍ଗତ ରାଜ୍ୟର ୧୫ ଜିଲ୍ଲାରେ ୫୭ଟି ସେତୁ…

ସୁବର୍ଣ୍ଣଜୟନ୍ତୀ ଅବସରରେ କେନ୍ଦ୍ରମନ୍ତ୍ରୀ ଏବଂ ରାଜ୍ୟମନ୍ତ୍ରୀଙ୍କ ଭିନ୍ନ ମତକୁ ନେଇ ଚର୍ଚ୍ଚା

ନବରଙ୍ଗପୁର : ନବରଙ୍ଗପୁର ମହାବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ ଅବସରରେ ଯୋଗଦେଇ ଶୁଭ ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  । ଏହି ସମାରୋହରେ ନବରଙ୍ଗପୁର ମହାବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ ସ୍ମରଣୀକା ଏବଂ ନବରଙ୍ଗପୁର ମହାବିଦ୍ୟାଳୟର ପ୍ରଥମ ଅଧକ୍ଷ ରାଧାନାଥ ବେହେରାଙ୍କ…

ହୋଇପାରେ ଆଗୁଆ ନିର୍ବାଚନ- ଆଭାସ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପଦ୍ମପୁରରେ ଆମେ ଯାହା ଭାବିଥିଲୁ ତାହା ହେଲାନି । ଜନାଦେଶକୁ ଆମେ ସମ୍ମାନ ଜଣାଉଛୁ । ଯିଏ ଜିତେ ତା ମନ ସ୍ୱାଭାବିକ ଭାବେ ଖୁସିଥାଏ । ସେ ଟିକିଏ ବଢିଚଢି କହିଥାଏ ..ପଦ୍ମପୁର ଉପନିର୍ବାଚନ ହାରିବା ପରେ ଏମିତି ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ତାଳଚେର ହିଙ୍ଗୁଳା ମନ୍ଦିର ବିକାଶ ପାଇଁ MCL ସିଏସ୍ଆର୍‌ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର

ଅନୁଗୋଳ: ତାଳଚେର ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ୯.୩୨ କୋଟି ମଞ୍ଜୁର । ଏମ୍‌ସିଏଲ୍‌ର ସିଏସ୍ଆର୍ ପାଣ୍ଠିରୁ ମନ୍ଦିରର ବିକାଶ ପାଇଁ ଏହି ଟଙ୍କା ମଞ୍ଜୁର ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ମନ୍ଦିର ପାଇଁ ଅର୍ଥ ମଞ୍ଜୁର ହୋଇଛି । ଏନେଇ କେନ୍ଦ୍ର କୋଇଲା ଓ ଖଣି…

ବାଗ୍‌ଚି ଦମ୍ପତ୍ତିଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ…

ଭୁବନେଶ୍ବର: ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବାଗଚି ଦମ୍ପତ୍ତିଙ୍କର ମହତ କାମ ପାଇଁ ସେ ଉଭୟଙ୍କୁ ପ୍ରଶଂସା କରିଛନ୍ତି । ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଟର ପ୍ରତିଷ୍ଠା ପାଇଁ ୩୪୦ କୋଟି…

ଚଳିତ ବଜେଟରୁ ସିଂହଭାଗ ଲାଭ ପାଇବ ଓଡ଼ିଶା: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଚଳିତ ବଜେଟର ବିଭିନ୍ନ କ୍ଷେତ୍ରରୁ ଓଡିଶା ସିଂହଭାଗ ଲାଭ ପାଇବ ସହ ରାଜ୍ୟର ସବୁ ବର୍ଗର ଲୋକମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସଂସଦରେ ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଧାନମନ୍ତ୍ରୀଙ୍କ…