ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ; ମନ୍ତ୍ରୀ ସାମାନ୍ୟ ଆହତ
ବାଲେଶ୍ବର: କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ। ରବିବାର ଦିନ ନୀଳଗିରି ଅଞ୍ଚଳରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି। ତେବେ ଏହି ଦୁର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।
ସୂଚନା…