Latest Odisha News

BREAKING NEWS

Browsing Tag

Union Minister

ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦେଲେ ସମାଜରେ ସମାନତା ଆସିବ

ଭୁବନେଶ୍ୱର:  ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦେଲେ ସମାଜରେ ସମାନତା ଆସିପାରିବ । ରାଜ୍ୟ ଅତିଥି ଭବନରେ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ର ମନ୍ତ୍ରୀ ରାମଦାସ ଅଠାଓ୍ବଲେ  ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଏହା କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଡକ୍ଟର ଅଠାୱଲେ କହିଥିଲେ ଯେ…

ବୁଷ୍ଟର ଡୋଜ୍ ନେଇ ସୁସ୍ଥ ରହିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କୋଭିଡ୍ ମହାମାରୀ ବିରୋଧୀ ଲଢ଼େଇକୁ ମଜଭୁତ୍ କରିବା ପାଇଁ ଭାରତ ସରକାର ପଦକ୍ଷେପ ନେଇଛନ୍ତି । ଅମୃତ ମହୋତ୍ସବ ଅବସରରେ ଜୁଲାଇ ୧୫ରୁ ଆରମ୍ଭ ହୋଇଥିବା ୭୫ ଦିନିଆ ସ୍ୱତନ୍ତ୍ର ଅଭିଯାନରେ ସାମିଲ୍ ହୋଇ ଖୁବଶୀଘ୍ର ବୁଷ୍ଟର ଡୋଜ୍ ନେଇ ସୁସ୍ଥ ରହିବା ପାଇଁ ଓଡ଼ିଶାର ଜନସାଧାରଣଙ୍କୁ ଏକ…

ପିଏମ ଗ୍ରାମୀଣ ଆବାସ ଯୋଜନା ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ୨୦୨୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ବଜେଟ୍ ଏବଂ ସମୟସୀମା ବୃଦ୍ଧି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆବାସ ପ୍ଲସ ୱିଣ୍ଡୋ ଖୋଲାଯାଇ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍ କରିବା ପାଇଁ ଓଡ଼ିଶାକୁ ସୁଯୋଗ ଦେବାକୁ…

ବ୍ରହ୍ମପୁର ଆସୁଛନ୍ତି ଧର୍ମେନ୍ଦ୍ର, ବନ୍ଦେ ମାତରଂ ଭବନ କରିବେ ଉଦଘାଟନ

ବ୍ରହ୍ମପୁର: ଆସନ୍ତାକାଲି ରବିବାର ବ୍ରହ୍ମପୁର ସହର ଉପକଣ୍ଠରେ 'ବନ୍ଦେ ମାତରଂ ଭବନ'ର ଉଦଘାଟନ କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା କୌଶଳ ଓ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଥମେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଳନ୍ଥରା ସ୍ଥିତ ଈଶାଣେଶ୍ଵର ମନ୍ଦିର…

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ

- ଦେବଦତ୍ତ ରଥ ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି । ସେ ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଚାଲିଥିବା "ସେବା, ସୁଶାସନ ଓ ଗରିବ କଲ୍ୟାଣ ପର୍ବ"ର ବିଭିନ୍ନ…

ଏଲକେଏମ ସେଣ୍ଟର ଓ ଲାଇବ୍ରେରୀର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, -  ସତ୍ୟନଗର ଠାରେ ଓଡ଼ିଶାର ସୁପ୍ରିସଦ୍ଧ ନୃତତ୍ତ୍ୱବିତ୍ ସ୍ୱର୍ଗତ ପ୍ରଫେସର ଲକ୍ଷ୍ମଣ ମହାପାତ୍ରଙ୍କ ସ୍ମୃତିରେ ପ୍ରତିଷ୍ଠିତ ଏଲ.କେ.ଏମ ସେଣ୍ଟର ଏବଂ ଲାଇବ୍ରେରୀ ପ୍ରଫେସର ମହାପାତ୍ରଙ୍କ ବ୍ୟକ୍ତିତ୍ୱ, ଉଚ୍ଚ ଶିକ୍ଷା, ଗବେଷଣା ଏବଂ ବିଚାରକୁ ପୁର୍ନଜୀବିତ କରିବ ବୋଲି…

ମାଲକାନଗିରି ଗସ୍ତରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ

ମାଲକାନଗିରି: ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ । ଆଜି ଏୟାରଫୋର୍ସର ଏକ ସ୍ୱତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ବାଲିମେଳା ମିନି ଷ୍ଟାଡ଼ିୟମରେ ପହଞ୍ଚିଥିଲେ । ଏକଲବ୍ୟ ଆଦର୍ଶ ଘରୋଇ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନା କରିବା ସହ କେନ୍ଦ୍ର…

କେନ୍ଦ୍ରମନ୍ତ୍ରୀଙ୍କ ଅବିକଳ ନାଁରେ ନକଲି ଭାକ୍ସିନ୍ ସାର୍ଟିଫିକେଟ୍‌ ଭାଇରାଲ୍, ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ତେଲ, ଡାଲି ଓ ମସଲା ଭେଜାଲ୍ ହେବା ନେଇ ଆପଣ ଶୁଣିଥିବେ କିମ୍ବା ପଢିଥିବେ । ହେଲେ ଏକାଧିକ କେନ୍ଦ୍ରମନ୍ତ୍ରୀ ତଥା ଲୋକସଭା ବାଚସ୍ପତିଙ୍କ ନାଁରେ ନକଲି ଭାକ୍ସିନ୍ ସାର୍ଟିଫିକେଟ୍ ବିଷୟରେ ଆପଣ କେବେ ହେଲେ ସୁରାଗ ପାଇନଥିବେ । ତେବେ ଅପରାଧର ଅନ୍ୟତମ ସହର ଉତ୍ତରପ୍ରଦେଶରେ ଏହି ଘଟଣା…

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାର ଉପରକୁ ଅଣ୍ଡା ଓ କାଳି ମାଡ଼

ଭୁବନେଶ୍ୱର: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଆଜି ଓଡ଼ିଶା ଗସ୍ତରେ ଆସିଥିବାବେଳେ ବିରୋଧ କରିଛି କଂଗ୍ରେସ। ଦଳ ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ଛକରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ କାର୍ ଉପରକୁ ଅଣ୍ଡା ଓ କାଳିମାଡ଼ କରାଯାଇଥିଲା। ଏହାସହ ମନ୍ତ୍ରୀଙ୍କ ଗାଡ଼ିକୁ କଳା ପତାକା…

ନାରାୟଣ ରାଣେଙ୍କ ଗିରଫଦାରୀ ଯଥାର୍ଥ, କିନ୍ତୁ ତାଙ୍କୁ ଜେଲରେ ରଖିବାର କୌଣସି ଆବଶ୍ୟକତା ନାହିଁ: କୋର୍ଟ

ନୂଆଦିଲ୍ଲୀ: ମହାରାଷ୍ଟ୍ର ସିଏମ୍‌ଙ୍କୁ ଚାପୁଡା ମାରିବା ପ୍ରସଙ୍ଗକୁ ଗତକାଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ମହାରାଷ୍ଟ୍ର ପୋଲିସ ଗିରଫ କରିଥିଲା। ଏହାପରେ ମଙ୍ଗଳବାର ବିଳମ୍ବିତ ରାତିରେ କେନ୍ଦ୍ର ମନ୍ତ୍ରୀ ତଥା ବିଜେପି ରାଜ୍ୟସଭା ସଦସ୍ୟ ନାରାୟଣ ରାଣେଙ୍କୁ ଜାମିନ ପ୍ରଦାନ କରାଯାଇଛି।…