Latest Odisha News

BREAKING NEWS

Browsing Tag

Union Minister

ଗିରଫ ହେଲେ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ନେଇ ଦେଇଥିବା ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଆଜି ଗିରଫ କରାଯାଇଛି। ପିଟିଆଇ ରିପୋର୍ଟ ଅନୁଯାୟୀ ପ୍ରଥମେ ମନ୍ତ୍ରୀଙ୍କୁ ଥାନାକୁ ଆଣି ଜେରା କରାଯାଇଥିଲା ଏବଂ ପରେ ତାଙ୍କୁ ଗିରଫ…

କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ନାଁରେ ମାମଲା ରୁଜୁ; ହୋଇପାରନ୍ତି ଗିରଫ

ମୁମ୍ବାଇ: କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ବିରୋଧରେ ଆସିଲା ସାଙ୍ଘାତିକ ଅଭିଯୋଗ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ଆପତ୍ତିଜନକ ଭାଷା ବ୍ୟବହାର କରିଥିବାରୁ କେନ୍ଦ୍ର ମନ୍ତ୍ରୀଙ୍କ ବିରୋଧରେ ପୁଣେର ଚତୁରାଶ୍ରୀଙ୍ଗୀ ପୋଲିସ ଷ୍ଟେସନରେ ଯୁବ ସେନାଙ୍କ ଦ୍ୱାରା ଏକ…

ସରିଛି ୧୪ଟି ସାଗରମାଳା ପ୍ରକଳ୍ପ କାର୍ଯ୍ୟ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାରେ ୫୭ ହଜାର ୩୭୯ କୋଟି ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ୪୬ଟି ସାଗରମାଳା ପ୍ରକଳ୍ପର ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶନିବାର ଦିନ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ…

୧୧ ବ୍ଲକ ପାଇଁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଚୁକ୍ତି ସ୍ୱାକ୍ଷର

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ଠାରେ ମଙ୍ଗଳବାର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓପନ୍ ଏକରେଜ୍ ଲାଇସେନ୍ସି ପଲିସି (ଓଏଏଲପି)ର ପଞ୍ଚମ ବିଡ଼୍ ରାଉଣ୍ଡ ଅଧୀନରେ ପୁରସ୍କାର ପ୍ରାପ୍ତ ୧୧ଟି ତୈଳ ଏବଂ ଗ୍ୟାସ ବ୍ଲକ ପାଇଁ ଚୁକ୍ତିସ୍ୱାକ୍ଷର କରିଛି। ଏହି ଅବସରରେ…

ସ୍ୱଚ୍ଛ ଭାରତ ଅଭିଯାନରେ ଓଡିଶାରେ ନିର୍ମାଣ ହୋଇଛି ୮୦ ଲକ୍ଷ ଶୌଚାଳୟ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ସ୍ୱଚ୍ଛ ଭାରତ ଅଭିଯାନରେ ଓଡିଶାରେ ନିର୍ମାଣ ହୋଇଛି ୮୦ ଲକ୍ଷରୁ ଅଧିକ ଶୌଚାଳୟ । ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନର ଲାଭ ପାଇବାରେ ଓଡିଶା ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ରହିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସ୍ୱାମୀ…

‘ଷ୍ଟଡି ଇନ ଇଣ୍ଡିଆ’ ବ୍ରାଣ୍ଡ ଉପରେ ପ୍ରମୁଖ ବିଶ୍ୱବିଦ୍ୟାଳୟ ମାନଙ୍କୁ ଗୁରୁତ୍ୱ ଦେବାକୁ କହିଲେ କେନ୍ଦ୍ର…

ନୂଆଦିଲ୍ଲୀ: ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଗୁଡ଼ିକୁ 'ଷ୍ଟଡି ଇନ ଇଣ୍ଡିଆ' ଉପରେ ଗୁରୁତ୍ୱ ଦେବା ସହ ଏହାକୁ ଏକ ଅନ୍ତଃରାଷ୍ଟ୍ରୀୟ ବ୍ରାଣ୍ଡ ରୂପେ ଗଢି ତୋଳିବା କଥା କହିଛନ୍ତି ମାନବ ସମ୍ଭଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ । ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ ଆଇଆଇଟି ତଥା ଅନ୍ୟ ଶୈକ୍ଷିକ…

ଆଜି ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ

ଭୁବନେଶ୍ୱର: କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ଶନିବାର ଦିନ ଏକ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି । ଗସ୍ତ ସୂଚୀ ଅନୁଯାୟୀ କେନ୍ଦ୍ରମନ୍ତ୍ରୀ ଓଡିଶା ଗସ୍ତରେ ଆସି ରାଜ୍ୟର ବିଭିନ୍ନ ରାସ୍ତା ତଥା ଜାତୀୟ ରାଜପଥ ପ୍ରକଳ୍ପର ସ୍ଥିତି ସମୀକ୍ଷା କରିବେ । ସେହିପରି ରାଜଧାନୀରେ…

ପୁରୀ ଲାଗି ‘ସ୍ୱତନ୍ତ୍ର ପର୍ଯ୍ୟଟନ ପ୍ୟାକେଜ୍’ !

ଭୁବନେଶ୍ୱର/ପୁରୀ : ଓଡିଶାର ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଦୁହେଁ ଶନିବାର ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ପୁରୀ ଗସ୍ତରେ ଆସିଥିଲେ । ପରେ ବାତ୍ୟାରେ ପ୍ରଭାବିତ ପୁରୀ ପର୍ଯ୍ୟଟନର ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିବା ଲାଗି…

ଆସନ୍ତା ଜୁନ୍ ୯ରେ ମୋଦିଙ୍କୁ ଭେଟିବେ ନବୀନ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜୁନ୍ ୯ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାର ସମ୍ଭାବନା ରହିଛି । ଦଳୀୟ କର୍ମୀଙ୍କ ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ ଶନିବାର ଦିନ ଦିଲ୍ଲୀ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ରବିବାର ଦିନ ବିଜେଡି…

ନବନିଯୁକ୍ତ ଓଡିଶାର ୨ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ମୋଦିଙ୍କ ମନ୍ତ୍ରୀମଣ୍ଡଳରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଓଡିଶାର ୨ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କୁ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍…