Latest Odisha News
Browsing Tag

UP CM Yogi Adityanath

ଭିଆଇପିଙ୍କୁ ଅଯୋଧ୍ୟା ମନା!

ଉତ୍ତର ପ୍ରଦେଶ: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଜନ ସମୁଦ୍ର ପାଲଟିଛି ଅଯୋଧ୍ୟା ନଗରୀ। ଲକ୍ଷାଧିକ ଭକ୍ତଙ୍କ ସମାବେଶରେ ପୂରି ଉଠୁଛି ସହର। ଭିଡ଼କୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶ ସରକାର ଏକ ଅନୁରୋଧ କରିଛନ୍ତି। ମଙ୍ଗଳବାର ୫ଲକ୍ଷରୁ ଅଧିକ ଲୋକ ରାମଲାଲାଙ୍କ ଦର୍ଶନ କରିଛନ୍ତି। ଲୋକ…

ଗୋଟିଏ ବର୍ଗର ଜନସଂଖ୍ୟା ବଢ଼ିଲେ ଅରାଜକତା ସୃଷ୍ଟି ହେବ: ଯୋଗୀ

ଲକ୍ଷ୍ନୈା: ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ କଥା କହିଛନ୍ତି । ସେ କହିଛନ୍ତି ଦେଶରେ ପରିବାର ଯୋଜନା, ଜନସଂଖ୍ୟା ସ୍ଥିରତା ଚର୍ଚ୍ଚା ହେଉଛି । ତେବେ ଆମକୁ ମନେ ରଖିବାକୁ ହେବ ଯେ ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ ସଫଳ ହେବା…

କାନପୁରରେ କାହିଁକି ଘଟିଲା ହିଂସା? ଗୁଣ୍ଡାଙ୍କୁ ଛଡାଯିବନି କହିଲେ ଯୋଗୀ

କାନପୁର: କାନପୁରରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଉନ୍ନତିମୂଳକ କାର୍ଯ୍ୟକ୍ରମରେ ବ୍ୟସ୍ଥ ଥିଲେ । ଅନ୍ୟପଟେ କାନପୁରର ବେକନଗଂଜ ଅଞ୍ଚଳରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଚାଲିଥିଲା ପଥର ମାଡ । ହେଲେ କାହିଁକି ଘଟିଲା ଏପରି ହିଂସାକାଣ୍ଡ ? ଏହାକୁ ନେଇ ଏବେ ଜାତୀୟ ଗଣମାଧ୍ୟମରେ…

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବାକୁ ୨୦୦କିମି ଦୌଡ଼ିଲେ ୧୦ ବର୍ଷୀୟା କାଜଲ

ଭୁବନେଶ୍ୱର: ୟୁପି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଛା ହେଲା । ୨୦୦ କିମି ଦୌଡ଼ି ଦେଖା କରିବାକୁ ଗଲେ ଚତୁର୍ଥ ଶ୍ରେଣୀରେ ପଢୁଥିବା ଝିଅ କାଜଲ । ପ୍ରୟାଗରାଜର ମଣ୍ଡା ବାସିନ୍ଦା କାଜଲ ଗତ ବର୍ଷ ଇନ୍ଦିରା ମାରାଥନ ଦୌଡ଼ିଥିଲେ । ସେତେବେଳେ ସେ ମିଡ଼ିଆକୁ କହିଥିଲେ ଯେ, ତାଙ୍କର…

ଗୋରଖନାଥ ମନ୍ଦିରରେ ପୋଲିସକୁ ଆକ୍ରମଣ; ଅଭିଯୁକ୍ତକୁ ଧରିଥିବା କନେଷ୍ଟବଳଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର

ଗୋରଖପୁର: ରବିବାର ଗୋରଖନାଥ ମନ୍ଦିରରେ ଜବରଦସ୍ତି ପଶିବାକୁ ଉଦ୍ୟମ କରିଥିବା ମୁସଲମାନ ଯୁବକକୁ ଧରିଥିବା ତିନି ଜଣ ପୋଲିସ କନେଷ୍ଟବଳଙ୍କୁ ମିଳିବ ୫ ଲକ୍ଷ ଟଙ୍କା । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ଏହି ଘୋଷଣା କରିଛନ୍ତି । ରବିବାର ଜଣେ ମୁସଲମାନ ଯୁବକ ‘ଆଲ୍ଲାହୁ…

ଯୋଗୀଙ୍କୁ ମୋଦୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: ସିଏମ୍‌ ଯୋଗୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା। ମଙ୍ଗଳବାର ଦିନ ଆଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂ ରାଜ୍ୟ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ବେଳେ ଉତ୍ତରପ୍ରଦେଶ ସରକାରଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ମୋଦୀ। ଆଲିଗଡ଼ ପାଇଁ ଏହା ଏକ ବଡ ଦିନ ବୋଲି…

ଯୋଗୀଙ୍କ ଜନସଂଖ୍ୟା ହ୍ରାସ ଫର୍ମୂଲା: ଦୁଇରୁ ଅଧିକ ସନ୍ତାନ ଥିଲେ ସରକାରୀ ସୁବିଧାରେ କାଣ୍ଟଛାଣ୍ଟ

ଲକ୍ଷ୍ନୌ: ଜନସଂଖ୍ୟା ହ୍ରାସ ପାଇଁ ଉତ୍ତରପ୍ରଦେଶରେ ଯୋଗୀ ସରକାର ନୂଆ ବିଧେୟକ ଆଣିବାକୁ ଯାଉଛନ୍ତି । ଯେଉଁଥିରେ ଦୁଇରୁ ଅଧିକ ପିଲା ଥିବା ବାପା-ମାଆଙ୍କୁ କିଛି ସରକାରୀ ସୁବିଧାରୁ ବଞ୍ଚିତ ହେବାକୁ ପଡ଼ିପାରେ । ଗୋଟିଏ ପିଲାର ବାମା-ମାଆଙ୍କ ନେକ ସରକାରୀ ସୁବିଧା ଉପଲବ୍ଧ ହେବ । ଉତ୍ତରପ୍ରଦେଶ…