ୟୁପିରେ ପୁଣି ଯୋଗୀ ରାଜ୍ : ୩୭ ବର୍ଷ ପରେ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି ବିଜେପି
ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ୩୭ ବର୍ଷ ପରେ ବହୁମତ ସହ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି ବିଜେପି । ୟୁପିରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ଯୋଗୀ ଆଦିତ୍ୟନାଥ । ୨୦୧୭ ପରେ ୨୦୨୨ରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ପୂର୍ଣ୍ଣ ବହୁମତ ସହ ସରକାର ଗଢ଼ବାକୁ ଯାଉଛି ।ଏହା ପୂର୍ବରୁ ୩୭ ବର୍ଷ…