ପୁଅ ଆଗରେ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ୱାମୀ
ମେରଟ: ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ନୃଶଂସ ଭାବେ ହତ୍ୟା କଲା ସ୍ୱାମୀ । ଆଗରେ ପୁଅ ଠିଆ ହେଇ କାକୁତି ମିନତୀ ହେଉଥିଲା । ହାତୁଡ଼ିରେ ମୁଣ୍ଡକୁ ଛେଚି ମାରିଦେଲା ସ୍ୱାମୀ । ହତ୍ୟା କରିବା ପରେ ଥାନାରେ ଯାଇ ଆତ୍ମସମର୍ପଣ କରିଛି ଏହି ବ୍ୟକ୍ତି ।
ଶିବଲୋକପୁରୀରେ ରହୁଥିବା ଦେବେନ୍ଦ୍ର ସିଂ…