Latest Odisha News

BREAKING NEWS

Browsing Tag

UP

ଆମେରିକାଠୁ ଭଲ ୟୁପିର କୋଭିଡ ପରିଚାଳନା: ବିଲ୍ ମେଲିଣ୍ଡା ଫାଉଣ୍ଡେସନ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର କୋଭିଡ୍ ପରିଚାଳନା ଆମେରିକା ତୁଳନାରେ ଭଲ। ଆମେରିକାର ବିଲ୍ ଆଣ୍ଡ୍ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ୍ ଏହା କହିଛି। ଫାଉଣ୍ଡେସନର ଏକ ପ୍ରତିନିଧି ଦଳ ଗୁରୁବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟି ସ୍ୱାସ୍ଥ୍ୟ, ପୋଷଣ ଏବଂ କୃଷି କ୍ଷେତ୍ରରେ…

୪ ରାଜ୍ୟର ୧୬ଟି  ରାଜ୍ୟସଭା ଆସନରେ ଭୋଟ: ଘୋଡ଼ା ବେପାର ସମ୍ଭାବନା

ନୂଆଦିଲ୍ଲୀ: ଆଜି ୪ ରାଜ୍ୟର ୧୬ଟି  ରାଜ୍ୟସଭା ଆସନ ପାଇଁ ପଡିବ ଭୋଟ୍ । ଏହି ୪ ରାଜ୍ୟ ହେଲା ହରିଆଣା, ରାଜସ୍ଥାନ,ମହାରାଷ୍ଟ୍ର ଏବଂ କର୍ଣ୍ଣାଟକ । ରାଜ୍ୟସଭା ନିର୍ବାଚନକୁ ସ୍ବଚ୍ଛ କରିବା ପାଇଁ ୪ ରାଜ୍ୟରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି । ନିର୍ବାଚନ ପ୍ରକ୍ରିୟାର…

ପୁଅ ଆଗରେ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ୱାମୀ

ମେରଟ: ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ନୃଶଂସ ଭାବେ ହତ୍ୟା କଲା ସ୍ୱାମୀ । ଆଗରେ ପୁଅ ଠିଆ ହେଇ କାକୁତି ମିନତୀ ହେଉଥିଲା । ହାତୁଡ଼ିରେ ମୁଣ୍ଡକୁ ଛେଚି ମାରିଦେଲା ସ୍ୱାମୀ । ହତ୍ୟା କରିବା ପରେ ଥାନାରେ ଯାଇ ଆତ୍ମସମର୍ପଣ କରିଛି ଏହି ବ୍ୟକ୍ତି । ଶିବଲୋକପୁରୀରେ ରହୁଥିବା ଦେବେନ୍ଦ୍ର ସିଂ…

[ଭିଡିଓ] ମହଙ୍ଗା ପଡିଲା ସୋସିଆଲ ମିଡିଆ ମସ୍ତି

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଟସନ୍ ଦେଖାଇବା ଜଣେ ମହିଳା ପୋଲିସ କର୍ମଚାରୀଙ୍କୁ ମହଙ୍ଗା ପଡିଛି । ଉତ୍ତରପ୍ରଦେଶ ଆଗ୍ରା ଅଂଚଳର ମହିଳା ପୋଲିସ କନେଷ୍ଟବଳ ପ୍ରିୟଙ୍କା ମିଶ୍ରା । ଖାକି ପୋଷାକ ପିନ୍ଧି ରଭଲଭର ଧରି ପ୍ରସ୍ତୁତ କରିଥିଲେ ଏକ ସର୍ଟ ଭିଡିଓ । ତେବେ ଭିଡିଓଟିକୁ ସେ ଇନଷ୍ଟାଗ୍ରାମରେ…

ଜାଣନ୍ତୁ, ଭାରତର କେଉଁ ଜେଲରେ ଅଛନ୍ତି ସର୍ବାଧିକ ଉଚ୍ଚଶିକ୍ଷିତ କଏଦୀ ?

ଉତ୍ତରପ୍ରଦେଶ: କୌଣସି ସେଲିବ୍ରିଟି କିମ୍ବା ରାଜନେତା ଜେଲରେ କଏଦୀ ଭାବେ ରହିବା କିଛି ନୂଆ କଥା ନୁହେଁ । ହେଲେ କୌଣସି ଜେଲରେ ସର୍ବାଧିକ ଉଚ୍ଚଶିକ୍ଷିତ କଏଦୀ ରହିବା ନିଶ୍ଚିତ ଭାବେ ଏକ ଅନନ୍ୟ ଘଟଣା କିମ୍ବା ରେକର୍ଡ କହିଲେ ଭୁଲ ହେବନି । ଉତ୍ତରପ୍ରଦେଶର ଜେଲଗୁଡିକରେ ଭର୍ତ୍ତି ଅଛନ୍ତି…

ଜଣକ ପ୍ରେମରେ ପଡିଥିଲେ ମା’ ଝିଅ, ଆଉ ତା’ ପରେ…

ଉତ୍ତରପ୍ରଦେଶ: ତ୍ରିକୋଣୀୟ ପ୍ରେମ କାହାଣୀର ବିଶ୍ୱାସଘାତୀ ପରିଣାମ । ଜଣେ ବ୍ୟକ୍ତିକୁ ପ୍ରେମ କରୁଥିଲେ ମା' ଓ ଝିଅ । ହେଲେ ଝିଅ ହାରିଯାଇଥିଲା ପ୍ରେମ ଦୌଡରେ । ପ୍ରେମିକ ସହ ମିଶି ନିଜ ଝିଅ ସହ ମା' ଖେଳିଥିଲା ଖୁନୀ ଖେଳ । ବରେଲିର ଏକ ଲୋମହର୍ଷଣକାରୀ ଘଟଣାରେ ଗୁରୁବାର ୧୯ ବର୍ଷୀୟ…

ଭାଇରାଲ ଭିଡିଓ: ହସ୍ପିଟାଲ ଆଗରେ ବୟସ୍କ ମହିଳାଙ୍କୁ ଅମାନବୀୟ ମାଡ

ପ୍ରୟାଗରାଜ: ମାରିଗଲା ମାନବିକତା । ହସ୍ପିଟାଲ ଆଗରେ ବୃଦ୍ଧାଙ୍କୁ ନିର୍ଧୁମ ମାଡ । ଲାତ, ଗୋଇଠା ମାରି ଚାଲିଛନ୍ତି ସିକ୍ୟୁରିଟି ଗାର୍ଡ । ବୃଦ୍ଧା ଜଣକ ତଳେ ପଡି ଛଟପଟ ହୋଇ ଚିତ୍କାର କରୁଥିଲେ ସୁଦ୍ଧା କିଛି ଶୁଣୁ ନାହାନ୍ତି ସିକ୍ୟୁରିଟି ଗୋର୍ଡ । ଏଭଳି ଏକ ହୃଦୟ ବିଦାରକ ଘଟଣାର ଭିଡିଓ ଏବେ…

ପେନ୍‌ସିଲ୍ ବୋମା କାରଖାନାରେ ନିଆଁ ଲାଗି ୮ ମୃତ, ୪ ଆହତ

ଗାଜିଆବାଦ: ପେନ୍‌ସିଲ୍ ବୋମା ତିଆରି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ । ନିଆଁ ଲାଗି ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଛି । ଉତ୍ତର ପ୍ରଦେଶର ଗାଜିଆବାଦ ଜିଲ୍ଲାରେ ଘଟିଛି ଏଭଳି ଅଘଟଣ । ମୃତକଙ୍କ ମଧ୍ୟରେ ୭ ଜଣ ମହିଳା ଏବଂ ଜଣେ ଛୁଆ ରହିଛି। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇ…

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶଙ୍କା; ଓଡ଼ିଶା ହୋଇପାରେ ‘କରୋନା ହଟ୍‌ସ୍ପଟ୍‌’ !

ନୂଆଦିଲ୍ଲୀ: ଗୋଟିଏ ଦିନରେ ରାଜ୍ୟରେ ୩୪ ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଆଗାମୀ ଦିନରେ ଓଡ଼ିଶା କରୋନା ହଟ୍‌ସ୍ପଟ୍ ହେବା ନେଇ ଆଶଙ୍କା ବ୍ୟକ୍ତ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ । ଦେଶରେ ଏବେ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର ପ୍ରଦେଶରେ ଦ୍ରୁତଗତିରେ କରୋନା…