ପ୍ରକାଶ ପାଇଲା UPSC-୨୦୨୧ ରେଜଲ୍ଟ : ଟପ୍ ୫ରେ ୪ ଝିଅ , ଶ୍ରୁତି ଶର୍ମା ଟପ୍ପର
ଦିଲ୍ଲୀ: ପ୍ରକାଶ ପାଇଲା ସିଭିଲ ସର୍ଭିସ ପରୀକ୍ଷା ଫଳ । ୨୦୨୧ ମସିହାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି ୬୮୫ ଜଣ । ୬୮୫ ଜଣଙ୍କ ମଧ୍ୟରୁ ସାଧାରଣ ବର୍ଗରେ ୨୪୪ ଜଣ କୃତକାର୍ଯ୍ୟ ହୋଇଥିବାବେଳେ ଇଡବ୍ଲୁଏସ ବର୍ଗରେ ୭୩, ଓବିସିରେ ୨୦୩, ଅନୁସୂଚିତ…