ରୁଷରୁ ଗ୍ୟାସ୍ ଓ ତେଲ ଆମଦାନୀ ବ୍ୟାନ୍ କଲା ଆମେରିକା
ୱାଶିଂଟନ୍: ୟୁକ୍ରେନ୍ ଉପରେ ଆକ୍ରମଣ କରିବା ପରେ ବିଭିନ୍ନ ଦେଶ ରୁଷ୍ ଉପରେ ଆର୍ଥିକ ପ୍ରତିବନ୍ଧକ ଲଗାଉଛନ୍ତି । ବଡ଼ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ରୁଷରୁ ତୈଳ ଓ ଗ୍ୟାସ୍ ଆମଦାନୀ କରିବ ନାହିଁ ଆମେରିକା । ତୈଳ ଓ ଗ୍ୟାସ ଆମଦାନୀ ଉପରେ ବ୍ୟାନ୍ ଘୋଷଣା କରିଛନ୍ତି…