ଆମେରିକାରୁ ଆସିଲା ଆଶ୍ୱସ୍ତିକର ଖବର, ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା
ୱାଶିଂଟନ: କେବେ ଆସିବ କରୋନା ଟିକା ? ଦିନକୁ ଦିନ ସାରା ବିଶ୍ୱରେ କରୋନ ସଂକ୍ରମଣ ବଢିଚାଲିଥିବା ବେଳେ କରୋନ ଟିକା କେବେ ଆସିବ ତାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଛି ଆଶ୍ୱସ୍ତିକର ଖବର ।
ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା । ଆମେରିକା…