ବାଇଡେନଙ୍କ ବଡ଼ ଘୋଷଣା: ଭାରତ ସମେତ ଦକ୍ଷିଣ ଏସିଆ ରାଷ୍ଟ୍ରକୁ ୭୦ ଲକ୍ଷ ଡୋଜ୍ ଟିକା ଦେବ ଆମେରିକା
ନୂଆଦିଲ୍ଲୀ: କରୋନା ମହାମାରୀକୁ ନିପାତ କରିବା ପାଇଁ ଆମେରିକାର ବଡ଼ ପଦକ୍ଷେପ । ଟିକାକରଣ ଅଭିଯାନରେ ବଡ଼ ସହଯୋଗ ନେଇ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ । ଭାରତ ସମେତ ଦକ୍ଷିଣ ଏସିଆ ଦେଶକୁ ୭୦ ଲକ୍ଷ ଡୋଜ୍ ଟିକା ଦେବ ଆମେରିକା । ହ୍ୱାଇଟ୍ ହାଉସ୍ ପକ୍ଷରୁ ଏନେଇ ଘୋଷଣା ହୋଇଛି ।…