Latest Odisha News
Browsing Tag

us

ଆମେରିକା ସେନାର ବ୍ଲାକ୍‌ ହକ୍‌ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୨ମୃତ

ଓ୍ୱାଶିଂଟନ୍‌ : ୟୁଏସ୍‌ ଆର୍ମିର ବ୍ଲାକ ହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଆମେରିକାର ଅଲବାମାରେ ହେଲିକପ୍ଟରଟି ଜଳିଯାଇଥିଲା । ଏହି ଦୁର୍ଘଟଣାରେ ୨ ଜଣ ଲୋକଙ୍କର ମୃତ୍ୟୁ ଘଟିଛି । କୁହାଯାଉଛି , ଅଲବାମାରେ ୟୁଏସ୍‌ ଆର୍ମିର ବ୍ଲାକ ହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି  ।…

ୟୁନିଭର୍ସିଟି ଅଫ୍ ଭିର୍ଜିନିଆରେ ଗୁଳିକାଣ୍ଡ, ୩ ଛାତ୍ର ମୃତ

ୱାଶିଂଟନ୍: ଆମେରିକାରେ ୟୁନିଭର୍ସିଟି ଅଫ୍ ଭିର୍ଜିନିଆରେ ଗୁଳିକାଣ୍ଡ । ଏହି ଗୁଳିକାଣ୍ଡରେ ୩ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଏନେଇ ଗୁଳିକାଣ୍ଡର କାରଣ ଜଣାପଡ଼ିନଥିବା ବେଳେ ଘଟଣାରେ କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି । ବିଳମ୍ବିତ ରାତିରେ ଏହି ଗୁଳିକାଣ୍ଡ ଘଟିଥିଲା । ଯେଉଁଥିରେ ତିନି…

ଆମେରିକୀୟ ବିମାନରେ ସାପ ଦେଖି ଭୟଭୀତ ହେଲେ ଯାତ୍ରୀ

ନୂଆଦିଲ୍ଲୀ: ‘ୟୁନାଇଟେଡ୍‌ ଏୟାର୍‌ଲାଇନ୍‌ସ୍‌’ ୨୦୩୮ ବିମାନରେ ସାପ ଦେଖି ଚିତ୍କାର କଲେ ଯାତ୍ରୀ। ଫ୍ଲୋରିଡାର ଟାମ୍ପାରୁ ନିଉଜର୍ସି ଅଭିମୁଖେ ଯାଉଥିଲା ‘ୟୁନାଇଟେଡ୍‌ ଏୟାର୍‌ଲାଇନ୍‌ସ୍‌’। ଏନେଇ ରିପୋର୍ଟ ପ୍ରଦାନ କରିଛି ‘ରଏଟର୍ସ’। ତେବେ ଯାତ୍ରୀମାନଙ୍କ ଠାରୁ ଅବଗତ ହେବା ପରେ ବିମାନ…

କମ୍ପାନୀ, ବିଶ୍ୱବିଦ୍ୟାଳୟ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରୁଛି ଚୀନ୍

ୱାଶିଂଟନ୍: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ବାୟୋଟେକ୍ନୋଲୋଜି ଏବଂ କ୍ୱାଣ୍ଟମ୍ କମ୍ପ୍ୟୁଟିଂ ଭଳି ପ୍ରମୁଖ ଉଦୀୟମାନ ପ୍ରଯୁକ୍ତିବିଦ୍ୟାରେ ଚାଇନାର ସଂସ୍ଥାଗୁଡ଼ିକ ସହିତ କାର୍ଯ୍ୟ କରିବାର ବିପଦ ବିଷୟରେ ଆମେରିକାର ଅଧିକାରୀମାନେ କମ୍ପାନୀ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଚେତାବନୀ ଦେଇଛନ୍ତି।…

ବ୍ରିଟେନର ରେଡ୍ ଲିଷ୍ଟରେ ଭାରତ, ଆମେରିକା ବି ଲଗାଇଲା କଟକଣା

ନୂଆଦିଲ୍ଲୀ: ଦେଶରେ କରୋନା ଦ୍ୱିତୀୟ ଲହର ପ୍ରତିଦିନ ସଂକ୍ରମଣ ମାମଲା ବୃଦ୍ଧି କରି ଚାଲିଛି । ଗତକାଲି ଦେଶରେ ୨ ଲକ୍ଷ ୭୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଯାହାକି ଏଯାବତ୍ ଚିହ୍ନଟ ସର୍ବାଧିକ ଦୈନିକ ସଂକ୍ରମଣ ମାମଲା । ବଢ଼ୁଥିବା ସଂକ୍ରମଣକୁ ଦେଖି ବ୍ରିଟେନ ଭାରତକୁ ରେଡ୍…

ଆମେରିକା ନିର୍ବାଚନ: ଟ୍ରମ୍ପ ଏବଂ ବିଡେନଙ୍କ ମଧ୍ୟରେ ଦ୍ୱିତୀୟ ରାଷ୍ଟ୍ରପତି ବିତର୍କ ବାତିଲ

ନୂଆଦିଲ୍ଲୀ: ଅକ୍ଟୋବର ୧୫ ରେ ହେବାକୁ ଥିବା ଆମେରିକାରେ ଦ୍ୱିତୀୟ ପ୍ରେସିଡେନ୍‌ସିଆଲ୍ ଡିବେଟ୍‌କୁ ବାତିଲ୍‌ କରାଯାଇଛି। କମିସନ୍‌ ଅନ୍‌ ପ୍ରେସିଡେନ୍‌ସିଆଲ୍‌ ଡିବେଟ୍‌ସ ପକ୍ଷରୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଗଣତାନ୍ତ୍ରିକ ପ୍ରାର୍ଥୀ ଜୋ ବିଡେନଙ୍କ ମଧ୍ୟରେ ହବାକୁ ଥିବ‌ା ଆଗାମୀ…

ଚୀନ୍‌କୁ ମିଳିବ ପାନେ, ଏକାଠି ହେଲେ ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ: କମିବ ଚୀନ୍‌ର ଚାଲାକ ପଣ । ପାନେ ପାଇବ ଡ୍ରାଗନ । ଚାଇନାର ବଢ଼ୁଥିବା ପ୍ରାଦୁର୍ଭାବ ମୁକାବିଲା ପାଇଁ ଏକାଠି ହେଲେ ୪ଟି ଦେଶ । ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ଏକାଠି ହୋଇଛନ୍ତି । ଏହି ୪ଟି ଦେଶକୁ ନେଇ ଗଠିତ କ୍ୱାଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଟୋକିଓଠାରେ ବସିବାକୁ…

ଭାରତ ଛାଡିବେ ସଂଜୟ ଦତ୍ତ, ଆମେରିକା ନହେଲେ ସିଙ୍ଗାପୁର !

ମୁମ୍ବାଇ: ଗତମାସ ଫୁସ୍‌ଫୁସ୍ କ୍ୟାନ୍ସରରେ ପୀଡିତ ଥିବା ନେଇ ସଂଜୟ ଦତ୍ତ ଜାଣିବାକୁ ପାଇଥିଲେ । ଆଉ ଏବେ ଚିକିତ୍ସା ପାଇଁ ଆମେରିକା ଯିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି । ପ୍ରାଥମିକ ଚିକିତ୍ସା ପାଇଁ ସେ ଏବେ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଅଛନ୍ତି । ତାଜା ରିପୋର୍ଟ ଅନୁଯାୟୀ ସଂଜୟ…