Latest Odisha News

BREAKING NEWS

Browsing Tag

USA

କାହିଁକି ଜାଣନ୍ତୁ; ପ୍ରତିଦିନ ଡୋନାଲ୍ଡ ଟ୍ରମ୍ପଙ୍କ ହେବ କରୋନା ଟେଷ୍ଟ୍ !

ୱାଶିଂଟନ୍‌: ଆମେରିକାରେ ଏବେ କରୋନା ମହାମାରୀ ଭୀଷଣ ରୂପ ନେଇଛି । ଏହି ମାରାତ୍ମକ ମହାମାରୀ ଦେଶରେ ଦ୍ରୁତ ଗତିରେ ସଂକ୍ରମିତ ହେଉଥିବା ବେଳେ ଏଥିଯୋଗୁଁ ମୃତ୍ୟୁସଂଖ୍ୟା ମଧ୍ୟ ବଢି ଚାଲିଛି । ଯୁକ୍ତରାଷ୍ଟ୍ର ଆମେରିକାର ବିଭିନ୍ନ ବରିଷ୍ଠ ଅଧିକାରୀ ଏହି ଭୂତାଣୁର ଶିକାର ହୋଇଥିବା ବେଳେ ଜଣେ…

ଚୀନ୍ ଲ୍ୟାବ୍‌ରୁ ହିଁ ବ୍ୟାପିଛି କରୋନା ଭୂତାଣୁ: ଆମେରିକା

ୱାଶିଂଟନ: ପୂର୍ବରୁ ଆମେ କହି ଆସୁଛୁ ଯେ, ଚୀନର ଉହାନସ୍ଥିତ ଏକ ଲାବୋରେଟୋରିରୁ ହିଁ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ବ୍ୟାପିଛି, ସୋମବାର ଦିନ ଏହି ଦୃଢୋକ୍ତି ପ୍ରକାଶ କରିଛି ଆମେରିକା । ‘ଦି ଗାର୍ଡ଼ିଆନ’ରେ ପ୍ରକାଶିତ ଏକ ଖବର ଅନୁଯାୟୀ ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ୍ ପମ୍ପିଓ ଆଜି…

୨୦୨୦ ଶେଷ ସୁଦ୍ଧା ଆମେରିକାରେ କୋଭିଡ୍‌-୧୯ ଭାକ୍ସିନ୍ ଉପଲବ୍ଧ ହେବ: ଡୋନାଲ୍ଡ ଟ୍ରମ୍ପ୍‌

ୱାଶିଂଟନ୍‌: କରୋନା ଆକ୍ରାନ୍ତ ଜନିତ ମୃତ୍ୟୁ ସଂଖ୍ୟା ୮୦,୦୦୦ ପହଞ୍ଚିବା ପରିପ୍ରେକ୍ଷୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଭାକ୍ସିନ ଉପଲବ୍ଧ ହେବାନେଇ ଦମ୍ଭୋକ୍ତି ପ୍ରଦାନ କରିଛନ୍ତି । ଚଳିତ ୨୦୨୦ ଶେଷ ସୁଦ୍ଧା କରୋନା ଭାକ୍ସିନ୍ ଆମେରିକାରେ ଉପଲବ୍ଧ ହେବ ବୋଲି ଗଣମାଧ୍ୟମରେ…

ଚୀନ୍‌ର ବିସ୍ତାରବାଦୀ ଅର୍ଥନୈତିକ ଚାଲ୍‌; ଭାରତ କିପରି କରୁଛି ଏହାର ମୁକାବିଲା…

ବିଶ୍ବର ଦୁଇ ବୃହତ୍ ଅର୍ଥନୀତି ଭାବେ ଆମେରିକା ଓ ଚୀନ୍ ଏବେ ପ୍ରତିଦ୍ବନ୍ଦ୍ବିତାରେ ଅବତୀର୍ଣ୍ଣ| କୋଭିଡର ପ୍ରବଳ ପ୍ରତାପ ସମୟରେ ଅବଶ୍ୟ ବାଣିଜ୍ୟ ଯୁଦ୍ଧରେ ଟିକେ ଭଟ୍ଟା ପଡ଼ିଛି| ମାତ୍ର ଭୂତାଣୁ ସଂକ୍ରମଣଜନିତ ପରିସ୍ଥିତି ଆପାତତଃ ସୁଧୁରିଥିବା ଚୀନ୍ ପକ୍ଷରୁ କୁହାଯାଉଥିବା ବେଳେ କମ୍ୟୁନିଷ୍ଟ…

ତାଇୱାନର ସତର୍କତାକୁ କାହିଁକି ଅଣଦେଖା କଲ; ‘ଡବ୍ଲ୍ୟୁଏଚଓ’ ଉପରେ ପୁଣି ବର୍ଷିଲେ ଟ୍ରମ୍ପ୍ !

ନ୍ୟୁୟର୍କ: ଅନ୍ତର୍ଜାତୀୟ କୂଟନୀତିରେ ଏବେ ଚୀନ୍ ଏକଘରିକିଆ ହେବାରେ ଲାଗିଛି । ଚୀନର ୟୁହାନ ସହରରେ ପ୍ରଥମେ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ଏହା କ୍ରମେ ସମଗ୍ର ବିଶ୍ୱକୁ ବ୍ୟାପି ଯାଇଥିଲା । ଏସମ୍ପର୍କରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ଅବଗତ ଥିଲେ ମଧ୍ୟ ବିଶ୍ୱ ସମୁଦାୟକୁ…

କରୋନା ଆତଙ୍କ: ଡୋନାଲ୍ଡ ଟ୍ରମ୍ପ୍ କାହିଁକି ଚୀନ ଉପରେ କ୍ଷୁବ୍ଧ !

ନ୍ୟୁୟର୍କ: ଯୁକ୍ତରାଷ୍ଟ୍ର ଆମେରିକା କରୋନା ସଂକ୍ରମଣ ଯୋଗୁଁ ବହୁତ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି । କରୋନା ଭୂତାଣୁର ଉତ୍ପତ୍ତିସ୍ଥଳ ଚୀନର ୟୁହାନ ସହରରୁ ସାରା ବିଶ୍ୱକୁ ବ୍ୟାପି ଯିବାପରେ ବିଶ୍ୱର ଅର୍ଥନୀତି ଏବେ ବିପର୍ଯ୍ୟସ୍ତ ଅବସ୍ଥାକୁ ଆସିସାରିଛି । ଯୁକ୍ତରାଷ୍ଟ୍ର ଆମେରିକା ବିଶ୍ୱର…

କରୋନା ପ୍ରସଙ୍ଗ ପରେ ବିଗିଡ଼ି ଯାଇପାରେ ଚୀନ ହାଲତ !

ନୂଆଦିଲ୍ଲୀ: କରୋନା ଭୂତାଣୁ ସଂକ୍ରମଣର ଉତ୍ପତ୍ତିସ୍ଥଳ ହେଉଛି ଚୀନର ୟୁହାନ ସହର । ଚୀନରୁ ଏହି ମାରାତ୍ମକ ଭୂତାଣୁ ସଂକ୍ରମିତ ହୋଇ ଦ୍ରୁତଗତିରେ ସାରା ବିଶ୍ୱକୁ ବ୍ୟାପୀ ଯାଇଛି । ଏବେ ଏହି ଭୂତାଣୁ ସଂକ୍ରମଣର ପ୍ରଭାବରେ ଯୁକ୍ତରାଷ୍ଟ୍ର ଆମେରିକା, ଇଟାଲୀ, ସ୍ପେନ, ବ୍ରିଟେନ, ଜର୍ମାନୀ ସମେତ…

କରୋନା ଆତଙ୍କ: ପଜିଟିଭ୍ ସଂକ୍ରମିତଙ୍କ ସଂଖ୍ୟାରେ ଚୀନ, ଇଟାଲୀକୁ ଟପିଗଲା ଯୁକ୍ତରାଷ୍ଟ୍ର ଆମେରିକା !

ନ୍ୟୁୟର୍କ: ସାରା ବିଶ୍ୱରେ ଏବେ ୫୦୦,୦୦୦ ବ୍ୟକ୍ତି କରୋନା ସଂକ୍ରମିତ ବ୍ୟକ୍ତି ରହିଥିବା ବେଳେ କୋଟି କୋଟି ଜନସାଧାରଣ ଏବେ ଘରଭିତରେ ଲକଡ଼ାଉନ ଅବସ୍ଥାରେ ରହିବାକୁ ବାଧ୍ୟ ହୋଇଛନ୍ତି । ସଂକ୍ରମିତ ରୋଗୀମାନଙ୍କ ଚିକିତ୍ସା ନେଇ ଏବେ ବିଶ୍ୱବ୍ୟାପୀ ମୁଣ୍ଡବ୍ୟଥାର କାରଣ ହୋଇଥିବା ବେଳେ ଅଧିକାଂଶ…