Latest Odisha News

BREAKING NEWS

Browsing Tag

Utkal Diwas

ଉତ୍ତର ଆମେରିକାରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଓଡ଼ିଶା ଦିବସ ପାଳନ

ବୋଷ୍ଟନ: ଉତ୍ତର ଆମେରିକାରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆ ମାନଙ୍କ ଦ୍ବାରା ମହାସମାରୋହରେ ୮୮ତମ ଉତ୍କଳ ଦିବସ ପାଳନ କରାଯାଇଛି। ଓଡ଼ିଶା ସୋସାଇଟି ଅଫ ଆମେରିକାଜ (ଓସା)ର ଶାଖା ସଂଗଠନ ଓଡ଼ିଶା ସୋସାଇଟି ଅଫ ନିଉ ଇଂଲଣ୍ଡ (ଓ.ଏସ.ଏନ.ଇ) ଆନୁକୁଲ୍ୟରେ ଆୟୋଜିତ ଏହି ମହୋତ୍ସବରେ ବହୁ ସଂଖ୍ୟାରେ…

କୋଟିଆରେ ଉତ୍କଳ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, କହିଲେ ‘ଗୋ ବ୍ୟାକ୍ ଆନ୍ଧ୍ର’

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ଦିବସ ପାଳିଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ୨୦୨୩ ଏପ୍ରିଲ୍ ୧ ତାରିଖ ମୋ ପାଇଁ ଅବିସ୍ମରଣୀୟ ହୋଇ ରହିବ । ଆନ୍ଧ୍ର ଓଡ଼ିଶାର ଭୂମି ଉପରେ ଲୋଲୁପ ଦୃଷ୍ଟି ପକାଉଛି । ଆଜି ଫାଟୁସିନେରୀରେ ଆନ୍ଧ୍ରକୁ କଡ଼ା…

ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଦୁବାଇରେ ପାଳିତ ହେଲା ଉତ୍କଳ ଦିବସ

8ଭୁବନେଶ୍ୱର : ଦୁବାଇରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆଙ୍କ ଓଡ଼ିଶା ସମାଜ ୟୁଏଇ ଆନୁକୂଲ୍ୟରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଉତ୍ତମ ଚାନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଵଳନ କରି ଆନୁଷ୍ଠାନିକ ଭାବରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ…

ରାଜ୍ୟ ସ୍ତରୀୟ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର : ଉତ୍କଳ ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ, ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।…

ଆଜି ଉତ୍କଳ ଦିବସ: ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶାକୁ ମିଳିଥିଲା ମାନ୍ୟତା

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ । ୧୯୩୬ ମସିହା ଆଜିର ଦିନରେ ଦେଶରେ ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବରେ ଓଡ଼ିଶାକୁ ମାନ୍ୟତା ମିଳିଥିଲା । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ମନେ ରଖିବା ପାଇଁ ପ୍ରତିବର୍ଷ ଆଜିର ଦିନକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଉଛି ।…