Latest Odisha News

BREAKING NEWS

Browsing Tag

utkal university convocation

ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ, ‘ପ୍ରତିଭା ଓ ଦକ୍ଷତାର ଅଭାବ ନାହିଁ’: ରାଜ୍ୟପାଳ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ନିକଟରେ ପ୍ରତିଭା ଓ ଦକ୍ଷତାର ଅଭାବ ନାହିଁ । ସେମାନେ ଭଲ ପରିବେଶ ଓ ପ୍ରୋତ୍ସାହନ ପାଇଲେ ସମୟ ଭିତ୍ତିକ ପ୍ରଦର୍ଶନ କରିପାରିବେ । ପ୍ରଯୁକ୍ତି ବିଦ୍ୟା ଚେତନାରେ ରୂପାନ୍ତରିତ ହେବା ଦରକାର । ଫଳରେ ଛାତ୍ରଛାତ୍ରୀମାନେ ସଫଳତାର ଅନ୍ତିମ ସୋପାନରେ ପହଞ୍ଚି ପାରିବେ।…

ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦୀକ୍ଷାନ୍ତ ଭାଷଣରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଇଛନ୍ତି । ଓଡ଼ିଆରେ ସେ ଭାଷଣ ଆରମ୍ଭ କରିଥିଲେ । ଉପରାଷ୍ଟ୍ରପତି କହିଛନ୍ତି, ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର…

ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଆଜି ଯୋଗଦେବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ । ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀକ୍ଷାନ୍ତ ଭାଷଣ ଦେବେ ଉପରାଷ୍ଟ୍ରପତି । ସକାଳ ସାଢ଼େ ୧୦ଟାରେ ଆରମ୍ଭ…

ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏଥିପାଇଁ ବିଶ୍ବବିଦ୍ୟାଳୟ ପକ୍ଷରୁ ଚାଲିଛି ବ୍ୟାପକ ପ୍ରସ୍ତୁତି । ତେବେ ଏହି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ କରୋନା ନେଗେଟିଭ ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି ।…