ତିରଥ ସିଂହ ରାଓ୍ବତଙ୍କ ମନ୍ତ୍ରିମଣ୍ଡଳରେ ୧୧ ନୂଆ ଚେହେରା
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ମୁଖ୍ୟମନ୍ତ୍ରୀ ତିରଥ ସିଂହ ରାଓ୍ବତ ନିଜର କ୍ୟାବିନେଟ୍ ବିସ୍ତାର କରିଛନ୍ତି । ନିଜ ମନ୍ତ୍ରିମଣ୍ଡଳରେ ୧୧ ଜଣ ନୂଆ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏଥିରେ ବଂଶୀଧର ଭଗତ, ସତପାଲ ମହାରାଜ, ହରକ ସିଂହ…