Latest Odisha News

BREAKING NEWS

Browsing Tag

uttarakhand glacier burst

ଉତ୍ତରାଖଣ୍ଡ ଗ୍ଲାସିୟର ବିସ୍ଫୋରଣ; ଏପର୍ଯ୍ୟନ୍ତ ୪୩୦ ଜଣ ଉଦ୍ଧାର; ୮ ମୃତ

ଉତ୍ତରାଖଣ୍ଡ: ଶୁକ୍ରବାର ଦିନ ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାର ଭାରତ-ଚୀନ୍ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ହିମସ୍ଖଳନ ପରେ ଅତି କମରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୁମନା-ରିମ୍‌ଖିମ ରାସ୍ତାରେ ଥିବା ଏକ ଗ୍ଲାସିଅରର ଏକ ଅଂଶ ଭୁଶୁଡ଼ିବା ପରେ ଏହି ସ୍ଖଳନ ହୋଇଥିଲା। ଏହି ସମୟରେ…

ଉତ୍ତରାଖଣ୍ଡ ହିମସ୍ଖଳନରେ ଓଡିଶାର ଦୁଇ ନିଖୋଜ

ତପୋବନ: ଉତ୍ତରାଖଣ୍ଡ ଚମୋଲିରେ ହିମସ୍ଖଳନରେ ନିଖୋଜ ୨୦୦ ବ୍ୟକ୍ତିଙ୍କ ମଧ୍ୟରେ ଦୁଇ ଜଣ ଓଡିଆ ଥିବା ଜଣାପଡିଛି । ଉଦ୍ଧାରକାରୀ ଟିମ୍ ତପୋବନ ସୁଡଙ୍ଗ ଭିତରେ ଖୋଜାଖୋଜି କରୁଛନ୍ତି । ମାତ୍ର ୩୨ ଜଣଙ୍କର ମୃତଦେହ ମିଳିପାରିଛି । ଓଡିଶାରୁ ନିଖୋଜ ଥିବା ଦୁଇ ବ୍ୟକ୍ତି ମଧ୍ୟରୁ ଜଣେ ଭଦ୍ରକ…

ଉତ୍ତରାଖଣ୍ଡରେ ହିମସ୍ଖଳନ: ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି

ଚାମୋଲି: ଉତ୍ତରାଖଣ୍ଡରେ ହିମସ୍ଖଳନ ପରେ ମଙ୍ଗଳବାର ଦିନ ଆଉ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ଯାହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି। ସୂଚନା ଅନୁଯାୟୀ ଏହି ହିମସ୍ଖଳନ ପରେ ଚାମୋଲି ଜିଲ୍ଲାର ତାପୋବନ ବିଦ୍ୟୁତ୍ ପ୍ରକଳ୍ପ ଟନେଲରେ ଫସିଥିବା ପ୍ରାୟ ୩୫ ଜଣ ଶ୍ରମିକଙ୍କୁ…

ଅହୋରାତ୍ର ଉଦ୍ଧାର ଅଭିଯାନ, ଟନେଲ ଭିତରୁ ଜୀବନ ବଞ୍ଚାାଉଛନ୍ତି ଯବାନ

ଚାମୋଲୀ(ଉତ୍ତରାଖଣ୍ଡ): ଦେବଭୂମିରେ ପ୍ରକୃତିର କୋପ । ଉତ୍ତରାଖଣ୍ଡରେ ହିମସ୍ଖଳନ ଆଣିଛି ମହାବିପତ୍ତି । ଦୁଇ ଦିନ ହେଲାଣି ଚାମୋଲୀ ଜିଲ୍ଲାରେ ଚାଲିଛି ଉଦ୍ଧାର ଅଭିଯାନ । ହିମସ୍ଖଳନ ପରବର୍ତ୍ତୀ ବନ୍ୟା ଯୋଗୁ ତପୋବନରେ ଟନେଲ ଭିତରେ ୩୫ ଜଣ ଫସି ରହିଛନ୍ତି । ସେମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ…

ଉତ୍ତରାଖଣ୍ଡରେ ଭୟଙ୍କର ହିମସ୍ଖଳନ: ମୃତ୍ୟୁ ସଂଖ୍ୟା ୨୪କୁ ବୃଦ୍ଧି

ଚମୋଲି: ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାରେ ହିମସ୍ଖଳନ ଘଟଣାରେ ୨୪ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ବି ୧୮୦ରୁ ଅଧିକ ଲୋକ ନିଖୋଜ ଥିବା ଜଣାପଡିଛି । ସ୍ଥାନୀୟ ପ୍ରଶାସନ ଓ ସେନା ପକ୍ଷରୁ ମିଳିତ ଭାବେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବା…

ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କଲେ…

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ହିମସ୍ଖଳନରେ ୧୦ ଜଣଙ୍କ ମୃତ୍ୟୁ ହେବା ପରେ ମୃତକଙ୍କ ପରିବାରକୁ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା…