Latest Odisha News

BREAKING NEWS

Browsing Tag

Uttarakhand

ନିର୍ବାଚନରେ ହାରିଥିବା ଧାମିଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବ ବିଜେପି, କାରଣ କ’ଣ ?

ଡେରାଡୁନ: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ପୁଷ୍କର ସିଂ ଧାମି ଦାୟିତ୍ୱ ଗ୍ରହଣ କରିବେ ବୋଲି ସୂଚନା ରହିଛି। ନିର୍ବାଚନ ପରେ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ମୀନାକ୍ଷୀ ଲେହି ଡେରାଡୁନରେ ବସିଥିବା ନିର୍ବାଚିତ ବିଧାୟକଙ୍କୁ ନେଇ ଏକ ବୈଠକ ବସିଥିଲା । ଏହି ବୈଠକରେ ଧାମିଙ୍କ ନାମ…

ଲଗାଣ ବର୍ଷାରେ କେରଳ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଉତ୍ତରାଖଣ୍ଡରେ ସ୍ଥିତି ବେହାଲ

ନୂଆଦିଲ୍ଲୀ : ଲଘୁଚାପ ପ୍ରଭାବରେ ଦେଶର ପ୍ରାୟ ସବୁ ରାଜ୍ୟରେ ଜାରି ରହିଛି ବର୍ଷା । କେରଳ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଉତ୍ତରାଖଣ୍ଡରେ ସ୍ଥିତି ବେହାଲ ହୋଇଛି । ପ୍ରବଳ ବର୍ଷା ଜାରି ରହିଥିବା ବେଳେ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସ୍ଥିତି ବିଗୁଡୁ ଥିବାରୁ…

ବଦଳିଲେ ୪ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ: ବଦଳିଲେ ୪ ରାଜ୍ୟର ରାଜ୍ୟପାଳ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ୪ଟି ରାଜ୍ୟରେ ନୂତନ ରାଜ୍ୟପାଳ ନିଯୁକ୍ତି କରିଛନ୍ତି। ଗୁରୁବାର ଦିନ ରାଷ୍ଟ୍ରୀୟ ଭବନ ଦ୍ବାରା ଜାରି ପ୍ରେସ କମ୍ୟୁନିକେସନ ଅନୁଯାୟୀ ଚାରିଟି ରାଜ୍ୟରେ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି।…

ଭୟଙ୍କର ଭୂସ୍ଖଳନ; ୩ ଶିଶୁ ମୃତ

ଡେରାଡୁନ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସୋମବାର ଟୁଇଟ କରି କହିଛନ୍ତି ଯେ ପିଥୋରାଗଡ ଜିଲ୍ଲାର ଜୁମା ଗ୍ରାମ ନିକଟରେ ଭୟଙ୍କର ଭୂସ୍ଖଳନ ହେତୁ ମୋଟ ୭ ଜଣଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। "ଏହି ପରିପ୍ରେକ୍ଷୀରେ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ କଥା ହେବା ପରେ ଉଦ୍ଧାର…

ଉତ୍ତରାଖଣ୍ଡରେ ରହିଛି ଦେଶର ସବୁଠାରୁ ଉଚ୍ଚତମ ହର୍ବାଲ୍‌ ଉଦ୍ୟାନ

ଡେରାଡୁନ୍‌: ୧୧ ହଜାର ଫୁଟ ଉଚ୍ଚରେ ଅବସ୍ଥିତ ଭାରତର ସର୍ବୋଚ୍ଚ ହର୍ବାଲ ପାର୍କକୁ ଶନିବାର ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାର ଭାରତ-ଚୀନ୍ ସୀମା ନିକଟ ମାନା ଗ୍ରାମରେ ଉଦଘାଟନ କରାଯାଇଛି। ବିଭିନ୍ନ ଔଷଧୀୟ ତଥା ସାଂସ୍କୃତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଆଲ୍‌ପାଇନ୍ ପ୍ରଜାତି ସଂରକ୍ଷଣ କରିବା…

୫୯ ବର୍ଷ ପରେ ପର୍ଯ୍ୟଟକଙ୍କ ଲାଗି ଖୋଲିଲା ଏହି ପ୍ରାଚୀନ ସେତୁ

ଡେରାଡୁନ୍‌: ୫୯ ବର୍ଷ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଉତ୍ତରାଖଣ୍ଡର ପ୍ରାଚୀନ ଗାରଟାଙ୍ଗ ଗାଲି ଉଡେନ୍‌ ସେତୁ। ଏହି ସେତୁ ଉତ୍ତରାଖଣ୍ଡର ଉତ୍ତରାକାଶୀ ଜିଲ୍ଲାର ନିଲୋଙ୍ଗ ଉପତ୍ୟକାରେ ଅବସ୍ଥିତ। ୧୧ ହଜାର ଫୁଟ ଉଚ୍ଚରେ ଅବସ୍ଥିତ ଗାରଟାଙ୍ଗ ଗାଲି ଉଡେନ୍‌ ବ୍ରିଜର ଲମ୍ବ ୧୫୦ ମିଟର। ଏହା…

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଭଳି ମମତାଙ୍କୁ ମୁଖ୍ୟମନ୍ତ୍ରୀ ଚୌକି ଛାଡ଼ିବାକୁ ପଡ଼ିବ କି?

ନୂଆଦିଲ୍ଲୀ: ଉତ୍ତରାଖଣ୍ଡରେ ୧୧୫ ଦିନର ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାଓ୍ୱତ । ଅଚାନକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ସାମ୍ବିଧାନିକ ସଙ୍କଟ ଯୋଗୁ ପଦ ଛାଡ଼ିଛନ୍ତି । କାରଣ ସମ୍ବିଧାନର ଧାରା ୧୬୪(୪) ଅନୁଯାୟୀ ବିଧାନସଭା କିମ୍ବା ବିଧାନପରିଷଦ ସଦସ୍ୟ ନଥାଇ ବି ଜଣେ ଛଅ ମାସ ମନ୍ତ୍ରୀ…

ଉତରାଖଣ୍ଡରେ ରାଜନୈତିକ ସଙ୍କଟ: ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ତୀରଥ ସିଂ

ଡେରାଡୁନ: ଉତରାଖଣ୍ଡରେ ରାଜନୈତିକ ସଙ୍କଟ ଦେଖାଦେଇଛି । ୪ମାସ କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରି ନ ଥିବା ମୁଖ୍ୟମନ୍ତ୍ରୀ ତୀରଥ ସିଂ ପଦରୁ ଇସ୍ତଫା ଦେବେ ବୋଲି କହିଛନ୍ତି । ଏଥିପାଇଁ ସେ ରାଜ୍ୟପାଳଙ୍କୁ ସମୟ ମାଗିଛନ୍ତି । ଦିଲ୍ଲୀରେ ବରିଷ୍ଠ ବିଜେପି ନେତାଙ୍କ ସହ ଆଲୋଚନା କରିବା ପରେ ସେ ଏହି…

ଶତାଦ୍ଦୀ ଏକ୍ସପ୍ରେସର କୋଚ୍‌ରେ ନିଆଁ

ଉତ୍ତରାଖଣ୍ଡ: ଦିଲ୍ଲୀରୁ ଡେରାଡୁନ ଯାଉଥିବା ଶତାବ୍ଦୀ ଏକ୍ସପ୍ରେସର ଏକ କୋଚରେ ନିଆଁ । ସର୍ଟ ସର୍କିଟ ପାଇଁ ଟ୍ରେନରେ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏଥିରେ କେହି ମୃତାହତ ହୋଇ ନ ଥିବାର ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ଶତାଦ୍ଦୀ ଏକ୍ସପ୍ରେସର ସି-୪ କୋଚରେ ଏହି…

ମେ’ ୧୮ରେ ଖୋଲିବ ବଦ୍ରୀନାଥ ମନ୍ଦିର କବାଟ: ଘୋଷଣା ହେଲା ଶୁଭ ମୁହୂର୍ତ୍ତ

ଡେରାଡୁନ: ଉତ୍ତରାଖଣ୍ଡ ଚମୋଲିର ଗଢଵାଲ ଜିଲ୍ଲାରେ ସ୍ଥିତ ଦେଶର ପ୍ରସିଦ୍ଧ ବଦ୍ରୀନାଥ ମନ୍ଦିର କବାଟ ମେ’୧୮ ତାରିଖ ସକାଳେ ଖୋଲାଯିବ । ବସନ୍ତ ପଞ୍ଚମୀ ଅବସରରେ ନରେନ୍ଦ୍ର ନଗର ରାଜମହଲରେ ମନ୍ଦିର କବାଟ ଖୋଲିବାକୁ ଶୁଭ ମୁହୂର୍ତ୍ତ ଘୋଷଣା କରାଯାଇଛି । ମେ’ ୧୮ ତାରିଖ ସକାଳ ୪ଟା ୧୫ ମିନିଟରେ…