ଦିଦି ବୁଲୁଛନ୍ତି ଘରକୁ ଘର, କିଏ ନେଇନାହାନ୍ତି ଟିକା କରୁଛନ୍ତି ଚିହ୍ନଟ
ଭୁବନେଶ୍ବର : ଏଣିକି ରାଜ୍ୟରେ ନନଷ୍ଟପ୍ ଚାଲିବ ଟିକାକରଣ । ଆଜିଠୁ ଘର ଘର ବୁଲି ଟିକା ନେଇନଥିବା ଲୋକଙ୍କୁ ଚିହ୍ନଟ କରିଛନ୍ତି ଅଙ୍ଗନବାଡ଼ି ଓ ସ୍ବାସ୍ଥ୍ୟକର୍ମୀ । ପ୍ରଥମ ଡୋଜ୍ ନେବା ପରେ ଦ୍ବିତୀୟ ଡୋଜ୍ ଟିକା ନେବାକୁ ଲୋକ ଭୁଲି ଯାଉଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ଲୋକ…