ସୀମା ଲଂଘିଲା ଆନ୍ଧ୍ର, କୋଟିଆରେ କଲା ଟିକାକରଣ
କୋରାପୁଟ: ଓଡିଶା ଆନ୍ଧ୍ର ସୀମାନ୍ତ କୋଟିଆରେ ଆନ୍ଧ୍ରର ଅନୁପ୍ରବେଶକୁ ରାଜ୍ୟ ସରକାର କାହିଁ କେବେଠୁ ବିରୋଧ କରିଆସୁଛନ୍ତି । ତଥାପି ସାବାଡ ହେଉନି ଆନ୍ଧ୍ର ସରକାର । ଆଉ ଏବେ କରୋନା ବାହାନାରେ ଆନ୍ଧ୍ରପ୍ରଦେଶ ପୁଣିଥରେ କୋଟିଆରେ ଅନୁପ୍ରବେଶ କରିଛି ।
ବିବାଦୀୟ ପଂଚାୟତ କୋଟିଆର ୨୧ ଖଣ୍ଡ…