ଭୁବନେଶ୍ୱରର କେଉଁ ସ୍ଥାନରେ ନେଇପାରିବେ ଭ୍ୟାକ୍ସିନ୍, ଜାଣନ୍ତୁ
ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ଭୁବନେଶ୍ୱରର ସରକାରୀ ଓ ବେସରକାରୀ କୋଭିଡ ଟୀକାକରଣ କେନ୍ଦ୍ରର ଏକ ତାଲିକା ଜାରି କରାଯାଇଛି।
ଏହି ଟିକା କେନ୍ଦ୍ର ଗୁଡିକ ସକାଳ ୮ଟାରୁ ୧୨ଟା ଏବଂ ୩ଟାରୁ ୬ଟା ଯାଏଁ ଖୋଲା ରହିବ। ତେବେ ୪୫ ବର୍ଷରୁ ଅଧିକ…