[ଦେଖନ୍ତୁ ଭିଡିଓ] ପ୍ରେମ ପାଇଁ ଦିନଟିଏ ‘ଭାଲେଣ୍ଟାଇନ୍ସ ଡେ’
ଭୁବନେଶ୍ୱର: ଆଜି ପ୍ରେମ ପାଇଁ ଦିନଟିଏ ବା ଭାଲେଣ୍ଟାଇନ୍ସ ଡେ’। ଫେବ୍ରୁଆରୀ ୧୪ ତାରିଖକୁ ଭାଲେଣ୍ଟାଇନ୍ସ ଦିବସ ଭାବେ ପାଳନ କରାଯାଉଛି। କୁହାଯାଏ, ପ୍ରେମ ନିଃସ୍ବାର୍ଥ, ଶାଶ୍ୱତ ଓ ଚିରନ୍ତନ। ପ୍ରେମ ପୂର୍ବରୁ ଥିଲା, ଏବେ ବି ଅଛି ଆଉ ଆଗକୁ ବି ରହିବ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ…