‘ବନ୍ଦେ ମାତରମ୍’ ଗାଇ ଧମାଲ କରିଥିବା କୁନି ଝିଅକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ନୂଆଦିଲ୍ଲୀ: ଜାତୀୟ ଗୀତ ‘ବନ୍ଦେ ମାତରମ’ର କଣ୍ଟେମପୋରାରୀ ଭର୍ସନ ଗାଇ ଧମାଲ କରିଥିବା ମିଜୋରାମର ୪ ବର୍ଷୀୟ କୁନି ଝିଅକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି ।
ମିଜୋରାମର ୪ ବର୍ଷୀୟ ଏସ୍ତେର ହମତେ ନାମକ କୁନି ଝିଅର ଏହି ଭିଡିଓ ଖୁବ୍ ପପୁରାଲ୍ ହୋଇଥିବା ବେଳେ ଏହା…