Latest Odisha News

BREAKING NEWS

Browsing Tag

Vande Utkal Janani

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ…

‘ବନ୍ଦେ ଉତ୍କଳ ଜନନୀ’: ସାରା ଓଡ଼ିଶା ସହ ସ୍ୱର ମିଳାଇଲା ‘ସୋଆ’

ଭୁବନେଶ୍ୱର: କରୋନା ମହାମାରୀ ବିରୁଦ୍ଧରେ ଲଢ଼ୁଥିବା ଆଗଧାଡିର କରୋନା ଯୋଦ୍ଧାମାନଙ୍କୁ ଉତ୍ସାହିତ ଓ ସମ୍ମାନିତ କରିବା ନିମନ୍ତେ ଶନିବାର ସାରା ଓଡ଼ିଶା ସହିତ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ମଧ୍ୟ କାଳଜୟୀ ଓଡ଼ିଆ ଦେଶାତ୍ମବୋଧକ ସଂଗୀତ 'ବନ୍ଦେ ଉତ୍କଳ ଜନନୀ' ଗାନ କରିବାର…

‘ବନ୍ଦେ ଉତ୍କଳ ଜନନୀ’ ଗାନ ଲାଗି କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ; କହିଲେ ମୁଁ ଋଣୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ ଆଜି ସନ୍ଧ୍ୟାରେ ସମଗ୍ର ଓଡ଼ିଶାବାସୀ ତଥା ବିଶ୍ୱର କୋଣ ଅନୁକୋଣରେ ରହିଥିବା ଓଡ଼ିଆ ଭାଇ ଭଉଣୀମାନେ ଏକାସାଙ୍ଗରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରି କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ସହିତ ସେମାନଙ୍କୁ ଯେଭଳି ଉତ୍ସାହିତ…

ଓଡ଼ିଶାର ପ୍ରତିଟି ରାସ୍ତାଘାଟ, ରେଲୱେ ଷ୍ଟେସନରେ ମଧ୍ୟ ଶୁଭିଲା ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ତ୍ୟାଗ ଓ କର୍ତ୍ତବ୍ୟକୁ ସମ୍ମାନ ଜଣାଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ ଶନିବାର ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରିବାକୁ । ଓଡ଼ିଶାର କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ରାଜ୍ୟର ଅଧିକାଂଶ ଜନସାଧାରଣ ନିଜ ଘରେ, ବଜାର…

କରୋନା ଯୋଦ୍ଧାଙ୍କ ପାଇଁ ନବୀନ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’ । କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ବାହାରେ ଠିଆ ହୋଇ ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି । ଏହି ଅବସରରେ ତାଙ୍କ ସହ ୫ଟି ସଚିବ ଭି.କେ ପାଣ୍ଡିଆନ୍ ମଧ୍ୟ ଗୀତ…

‘ବନ୍ଦେ ଉତ୍କଳ ଜନନୀ’: ଯୁବ ବୟସରେ ମହତାବଙ୍କୁ ଅନୁପ୍ରାଣିତ କରିଥିଲା କାନ୍ତକବିଙ୍କ ଲେଖା

ଭୁବନେଶ୍ୱର: ଯେଉଁ କେତେଜଣ ପ୍ରଥିତଯଶା କବି ଓ ଲେଖକ ମାନଙ୍କର ଶାଣିତ ସ୍ୱର ଓ ବଳିଷ୍ଠ ଲେଖନୀ ଚାଳନା ଅନେକଙ୍କୁ ମାତୃଭୂମି ଲାଗି ଲଢେଇ କରିବାକୁ ଶକ୍ତି ଯୋଗାଇଥିଲା ସେଥିମଧ୍ୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଅନ୍ୟତମ । ଆଜି କାନ୍ତକବିଙ୍କ କାଳଜୟୀ କବିତା ‘ବନ୍ଦେ ଉତ୍କଳ ଜନନୀ’ ସାରା…

ଅଟକି ଯିବ ଟ୍ରାଫିକ, ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ଅନୁରୋଧ କଲେ ଡିସିପି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅପିଲ ପରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ ନେଇ ରାଜ୍ୟ ତଥା ରାଜ୍ୟ ବାହାରେ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। କମିଶନରେଟ୍ ପୋଲିସ ପକ୍ଷରୁ ମଧ୍ୟ ଏନେଇ ପ୍ରସ୍ତୁତି ହୋଇଛି । ସମୂହ ସଙ୍ଗୀତ ଗାନ କାର‌୍ୟ୍ୟକ୍ରମ ଆରମ୍ଭର ୫ ମିନିଟ ପୂର୍ବରୁ ଟ୍ରାଫିକ୍ ବନ୍ଦ…

କରୋନା ଲଢେଇ: ବନ୍ଦେ ଉତ୍କଳ ଜନନୀ ଗାଇବେ ଦେଶବିଦେଶର ସବୁ ଓଡ଼ିଆ

ଭୁବନେଶ୍ୱର: କରୋନା ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ପ୍ରଦର୍ଶନ କରିବା ପୂର୍ବକ ‘ବନ୍ଦେ ଉତ୍କଳ ଜନନୀ’ ଗୀତ ଗାନ କରିବାକୁ ଦେଶ ବିଦେଶରେ ଥିବା ସମସ୍ତ ଓଡ଼ିଆ ଭାଇ ଭଉଣୀମାନଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । It has been two months since #Odisha started…

ମୁଖ୍ୟମନ୍ତ୍ରୀଙ୍କ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ ଆହ୍ୱାନକୁ ବିଜେପିର ସ୍ୱାଗତ

ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଦ୍ଧାଙ୍କ ସମ୍ମାନରେ 'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଏ ନେଇ ଶ୍ରୀ ମହାନ୍ତି ଟ୍ୱିଟ୍ କରି କହିଛନ୍ତି ଯେ, କରୋନା…