Latest Odisha News

BREAKING NEWS

Browsing Tag

Varsha Priyadarshini

[ଦେଖନ୍ତୁ ଭିଡିଓ] ମୁଁ ଆଉ ଅନୁଭବ ପରିବାର: ଜାଗ୍ରତି ଶୁକ୍ଳା

ଭୁବନେଶ୍ୱର: ଅଭିନେତା ଓ ସାଂସଦ ଅନୁଭବ ମହାନ୍ତିଙ୍କ ସହ ଜାଗ୍ରତି ଶୁକ୍ଳାଙ୍କ ସମ୍ପର୍କକୁ ନେଇ ବିଗତ ୩ ବର୍ଷ ଧରି ଓଡ଼ିଶାରେ ବେଶ୍ ଚର୍ଚ୍ଚା ହେଉଛି । ଚର୍ଚ୍ଚା ଅଭିଯୋଗ ଅନୁସାରେ, କୁଆଡ଼େ ଜାଗ୍ରତିଙ୍କ ପାଇଁ ଅନୁଭବଙ୍କ ବୈବାହିକ ଜୀବନରେ ଫାଟ ଆସିଛି । ଏପରିକି ଜାଗ୍ରତିଙ୍କ ପାଇଁ ଅନୁଭବ,…

ଜାଗ୍ରତିଙ୍କ ପାଇଁ ଅନୁଭବଙ୍କ ବୈବାହିକ ଜୀବନରେ ଉଠିଛି କି ଝଡ଼ ? ଦେଖନ୍ତୁ କଣ କହିଲେ ଜାଗ୍ରତି ଶୁକ୍ଳା

ଭୁବନେଶ୍ୱର:  କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦରେ ଜାଗ୍ରତି ଶୁକ୍ଳାଙ୍କ ଭୂମିକାକୁ ନେଇ ବେଶ୍ ଚର୍ଚ୍ଚା ହୁଏ । ଏମିତିକି ଅଭିଯୋଗ ହୁଏ ଜାଗ୍ରତିଙ୍କ ପାଇଁ ଅନୁଭବ ଓ ବର୍ଷାଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଛି । ଅନେକ ସମୟରେ ଜାଗ୍ରତି ଶୁକ୍ଳା…

ହାଜର ପାଇଁ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦିଲ୍ଲୀ କୋର୍ଟଙ୍କ ସମନ

କଟକ: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଜର ପାଇଁ ସମନ ଜାରି କରିଛନ୍ତି ଦିଲ୍ଲୀ ପଟିଆଲା କୋର୍ଟ । ଜାନୁଆରୀ ୪ ତାରିଖରେ ହାଜର ପାଇଁ କୋର୍ଟ ସମନ କରିଛନ୍ତି । କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଷ୍ଟାଫଙ୍କ ପ୍ରତି ବର୍ଷା ଦେଇଥିବା ଜାତିଆଣ ଆକ୍ଷେପ ମାମଲାରେ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା, ହେବ ସାକ୍ଷ୍ୟ ଗ୍ରହଣ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ଓ ଅନୁଭବଙ୍କ ପାରିବାରିକ ବିବାଦ ମାମଲା  । ଆଜି କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା । ପୂର୍ବରୁ ବର୍ଷାଙ୍କୁ ହାଜର ହେବା ପାଇଁ ନୋଟିସ ଦିଆଯାଇଥିବା ବେଳେ ଆଜି କୋର୍ଟରେ ପହଞ୍ଚିଛନ୍ତି ବର୍ଷା ପ୍ରିୟଦର୍ଶନୀ । ଆଜି ବର୍ଷାଙ୍କ…

ଚାକିରି ନାଁରେ ଠକେଇ ଅଭିଯୋଗ ପରେ ବର୍ଷା ରଖିଲେ ଉତ୍ତର, ‘ମତେ ଦାବିବା ପାଇଁ ଷଡ଼ଯନ୍ତ୍ର’

ଭୁବନେଶ୍ୱର: ପ୍ରଥମେ ପରିବାରରେ ଝଡ଼ ଏବେ ସମାଜରେ ଥିବା ପ୍ରତିପତ୍ତି ନଷ୍ଟ ପାଇଁ ଉଦ୍ୟମ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ କଲ୍ୟାଣୀ ନାୟକ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗ ଆଣିବା ପରେ ମୁହଁ ଖୋଲିଛନ୍ତି ବର୍ଷା । ସୋସିଆଲ୍ ମିଡିଆରେ ପୋଷ୍ଟ କରି ବର୍ଷା ଲେଖିଛନ୍ତି,…

ସୁନା ଦୋକାନରେ ଚାକିରି ଦେବା ନାଁରେ ବର୍ଷା ନେଇଛନ୍ତି ୩୦ ହଜାର, ଏତଲା ଦେଲେ ମହିଳା

ଭୁବନେଶ୍ୱର: ଅଭିନେତ୍ରୀ ତଥା ସମାଜସେବୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗ ହୋଇଛି । ଅଭିନେତ୍ରୀ ବର୍ଷାଙ୍କ ସହ ଆୟୁଷୀ ପ୍ରିୟଦର୍ଶିନୀ ଓ ଜଣେ ବ୍ୟବସାୟୀଙ୍କ ନାଁରେ ଏତଲା ଦେଇଛନ୍ତି ଅଭିଯୋଗକାରିଣୀ । ସହିଦନଗର ଥାନାରେ ହୋଇଥିବା ଏତଲା ପ୍ରକାରେ,…

ଲଣ୍ଡନରେ ‘ବର୍ଷା’ କହି କାହିଁକି ହାତ ଯୋଡ଼ିଲେ ଅନୁଭବ

ଭୁବନେଶ୍ୱର: ‘ବର୍ଷା’ଙ୍କ ପାଇଁ ଅନୁଭବଙ୍କ ପାରିବାରିକ ଜୀବନରେ ବହୁ ଝଡ଼ ଆସିଛି । କୋର୍ଟଙ୍କ ନିର୍ଦ୍ଦେଶ ପରେ ବର୍ଷା, ଶାଶୂ ଘର ଛାଡ଼ି ବାହାରେ ରହିବା ପରେ ଏବେ ଆଶ୍ୱସ୍ତ ଅନୁଭବଙ୍କ ପରିବାର । ପାରିବାରିକ ବିବାଦରୁ ଟିକେ ଆଶ୍ୱସ୍ତି ମିଳିବା ପରେ ବହୁଦିନ ଧରି ସୁଟିଂ ସେଟରୁ ଦୂରେଇ ରହିଥିବା…

କୋର୍ଟରେ ଅନୁଭବଙ୍କ ଘର ଚାବି ଫେରାଇଲେ ବର୍ଷା

କଟକ: ଭୂତେଇଲେ, ଭଣ୍ଡେଇଲେ… କୋର୍ଟଙ୍କ ତାଗିଦ୍ ପରେ ଚାବି ଫେରାଇଲେ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କୋର୍ଟଙ୍କ ତାଗିଦ୍ ପରେ ଅନୁଭବଙ୍କ ଘରର ଚାବିକୁ ଫେରାଇଛନ୍ତି । ବର୍ଷା କଟକ ଏସଡିଜେଏମ୍ କୋର୍ଟରେ ଶାଶୂଘର ଚାବିକୁ ଦାଖଲ କରିଥିବା ବେଳେ ଦ୍ୱିତୀୟ ଦିନରେ ପରିବାର ଅଦାଲତରେ ହାଜର ହୋଇ…

ପୁରୁଣା ଅଡିଓକୁ ନେଇ ସୋସିଆଲ୍ ମିଡିଆରେ ବର୍ଷାଙ୍କୁ ପ୍ରଶ୍ନ କଲେ ଅନୁଭବ

ଭୁବନେଶ୍ୱର: ବର୍ଷା ତୁମେ କୁହ… ଏ ସ୍ୱର କାହାର ? ଫୋନରେ ତୁମେ ଓ ତୁମ ଭଉଣୀ ମୋ ପରିବାର ବିରୋଧରେ କଣ ଏମିତି ଗପୁଥିଲ । ୨ ବର୍ଷର ପୁରୁଣା ଅଡିଓକୁ ପୁଣି ପ୍ରସଙ୍ଗ କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଚ୍ଛେଦ ମାମଲାରେ କୋର୍ଟରେ…