Latest Odisha News
Browsing Tag

Varsha Priyadarshini

ମୋତେ ଘରୁ ବାହାର କରିବାକୁ ଚକ୍ରାନ୍ତ କରାଯାଉଛି: ବର୍ଷା

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମରେ ତାଙ୍କ ଶାଶୁ ଥାନାରେ ଅଭିଯୋଗ କରିବା ପରେ ଏନେଇ ମୁହଁ ଖୋଲିଛନ୍ତି ସେ । ଶାଶୁ ମା’ ମଧୁସ୍ମିତା ମହାନ୍ତିଙ୍କ ଅଭିଯୋଗ ପରେ ବର୍ଷା କହିଛନ୍ତି ଯେ ସେମାନେ ମୋତେ ଜାଣିଶୁଣି ଘରୁ ବାହାର କରିଦେବାକୁ ଚକ୍ରାନ୍ତ କରୁଛନ୍ତି । ଏନେଇ ସେ…

୧୦ ଦିନ ପାଇଁ ବର୍ଷା ଘର ଛାଡନ୍ତୁ: ଅନୁଭବଙ୍କ ମାଆ

କଟକ: ଓଲିଉଡର ଚର୍ଚ୍ଚିତ ଯୋଡି ତଥା ଅଭିନେତାରୁ ସାଂସଦ ପାଲଟିଥିବା ଅନୁଭବ ଓ ତାଙ୍କ ପତ୍ନୀ ବର୍ଷାଙ୍କୁ ନେଇ ପୁଣି ଏକ ଖବର ସାମ୍ନାକୁ ଆସିଛି । ପ୍ରାପ୍ତ ସୂଚନାନୁଯାୟୀ, ଅନୁଭବଙ୍କ ମା’ ପୁରୀଘାଟ ଥାନାରେ ବର୍ଷାଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ କଟକ ସ୍ଥିତ…

ଅନୁଭବ-ବର୍ଷା ବିବାଦ ମାମଲା: ଆପୋଷ ବୁଝାମଣା ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାର ଶୁଣାଣି ହୋଇଛି । ଅନୁଭବ ମହାନ୍ତି କରିଥିବା ଛାତପତ୍ର ମାମଲାକୁ କଟକ ଟ୍ରାନ୍ସଫର କରିବା ନେଇ ବର୍ଷାଙ୍କ ପିଟିସନର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ପଟିଆଲା ହାଉସକୋର୍ଟରେ ସାଂସଦ…

କଥା ରଖିଲେ ବର୍ଷା, ରେକର୍ଡ ହେଲା ନମିତାଙ୍କ ପ୍ରଥମ ଗୀତ

ଭୁବନେଶ୍ୱର: କଥା ଦେଇ କଥା ରଖିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଶେଷରେ କୋରାପୁଟର ସିଙ୍ଗିଙ୍ଗ ସେନ୍‌ସେସନ୍ ନମିତା ମେଲେକାଙ୍କ ପୂରଣ ହେଲା ସ୍ୱପ୍ନ । ରେକର୍ଡ ହେଲା ତାଙ୍କ ପ୍ରଥମ ଗୀତ । କୋରାପୁଟର ଆଦିବାସୀ ଝିଅ ନମିତା  ମେଲେକାଙ୍କ ଗୀତକୁ ନେଇ ଏବେ ଗାଁରୁ ସହର ସବୁଠି ଚର୍ଚ୍ଚା |…

ଆଦିବାସୀ ଝିଅ ନମିତାକୁ ବ୍ରେକ୍ ଦେବେ ବର୍ଷା !

ଭୁବନେଶ୍ୱର: ମାଓ ଇଲାକାର ସିଙ୍ଗିଙ୍ଗ ସେନ୍‌ସସନ୍ । ଆଦିବାସୀ ଝିଅ ନମିତା ମେଲେକା । ତାଙ୍କ କଣ୍ଠରେ ରହିଛି କୁହୁକ ଭରା ଯାଦୁ । ଯିଏ ଶୁଣିବ ସିଏ ମତୁଆଲା ହୋଇଯିବ । ଆଦିବାସୀ ଝିଅ ହେଲେ ବି ଭଏସ୍ ତାଙ୍କର କୌଣସି ବଲିଉଡ ସିଙ୍ଗରଠାରୁ କମ୍ ନୁହେଁ । ଗାଁଠାରୁ ସହର ଚାରିଆଡେ କେବଳ ନମିତାଙ୍କର…

ଆଜି ବର୍ଷାଙ୍କୁ ଭେଟିଲେ ମାନବାଧିକାର କର୍ମୀ

କଟକ: କେନ୍ଦ୍ରାପଡା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ପ୍ରସଙ୍ଗରେ ମାନବାଧିକାର କର୍ମୀଙ୍କ ଏକ ଟିମ୍ ଆଜି ବର୍ଷାଙ୍କୁ ଭେଟିଛନ୍ତି । ଅନୁଭବଙ୍କ ନନ୍ଦି ସାହି ସ୍ଥିତ ଘରେ ଏହି ଟିମ୍ ବର୍ଷାଙ୍କୁ ଭେଟିଛନ୍ତି । ବର୍ଷା ଏହି…

ବିବାଦ ପରେ ଘରୁ ବାହାରିଲେ ବର୍ଷା !

କଟକ: ଓଲିଉଡ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ଲାଗି ରହିଛି । ବିବାଦ ପରେ ପ୍ରଥମ ଥର ପାଇଁ ଘରୁ ବାହାରକୁ ବାହାରିଛନ୍ତି ବର୍ଷା । କଟକ ନନ୍ଦିସାହି ଶାଶୁଘରୁ ସୁରକ୍ଷାକର୍ମୀଙ୍କ ସହ ବାହାରକୁ ଯାଇଛନ୍ତି । ସମ୍ପର୍କିୟଙ୍କ ସହ କାର୍‌ରେ ସେ…

ଟ୍ୱିଟରରେ ଜବାବ ଦେଲେ ବର୍ଷା, ‘ସତ କେବେ ହାରିବନି’

ଭୁବନେଶ୍ୱର: ବର୍ଷା ଓ ଅନୁଭବଙ୍କ ବିବାଦ ଏବେ ବେଶ୍ ଚର୍ଚ୍ଚାରେ । ଆଜି ଅପରାହ୍ନରେ ଅନୁଭବ ଗଣମାଧ୍ୟମକୁ ତାଙ୍କ ପରିବାରର ପିଛା ଛାଡିବାକୁ ନିବେଦନ କରିଥିଲେ । ସେମାନେ ପ୍ରଥମ ଆଉ ଶେଷ ଦମ୍ପତ୍ତି ନୁହନ୍ତି ଯେ କି ଛାଡପତ୍ର ପାଇଁ ଆବେଦନ କରିଛନ୍ତି । ତାଙ୍କ ବାପା ଅସୁସ୍ଥ ଥିବାରୁ ଚିକିତ୍ସାଧୀନ…