ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ଭିସୁଟ୍
ସମ୍ବଲପୁର: ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କ୍ୟାମ୍ପସ ପରିସରକୁ ସାନିଟାଇଜ୍ କରାଯିବ । ଏଥିପାଇଁ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି ।
ପୂର୍ବଭଳି ଶନିବାର ଓ ରବିବାର ଭିସୁଟ ବନ୍ଦ…