ପ୍ରସ୍ତୁତ ହେଉଛି ସ୍ୱତନ୍ତ୍ର ପୋର୍ଟାଲ, ଘରେ ବସି ଡ଼ାଉନଲୋଡ଼ କରିହେବ ଗାଡ଼ିର ସମସ୍ତ କାଗଜପତ୍ର
ଭୁବନେଶ୍ୱର: ଘରେ ବସି ଡ଼ାଉନଲୋଡ଼ କରି ହେବ ଗାଡ଼ିର ସମସ୍ତ କାଗଜପତ୍ର । ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ବିଜ୍ଞପ୍ତି ଜାରି କରିଛି । ବାଣିଜ୍ୟ ଓ ପରିବହନ ବିଭାଗ ଏନେଇ ଏକ ସ୍ୱତନ୍ତ୍ର ପୋର୍ଟାଲ ପ୍ରସ୍ତୁତ କରୁଛି । ଆସନ୍ତା ଜାନୁଆରୀ ୧ତାରିଖରୁ ଏହି ସୁବିଧା ଉପଲବ୍ଧ ହେବାକୁ ଯାଉଛି । ଏଥିରେ…