Latest Odisha News
Browsing Tag

vehicle

ଶ୍ରମିକ ବୋହୁଛି ସରକାରୀ ଗାଡ଼ି

ଜଗତସିଂହପୁର (ତାରାପଦ ମହାନ୍ତି): ନା ଅଛି ନିୟମ କାନୁନକୁ ଖାତିର୍ ନା ଭୟ । କାରଣ ୟେ ହେଉଛି ସରକାରୀ ଗାଡ଼ି । ଯେତେ ଜଣଙ୍କୁ ଇଚ୍ଛା, ଯେମିତି ଇଚ୍ଛା ବସାଇ ନେଇ ପାରିବ । ଜଗତସିଂହପୁର ଜିଲ୍ଲାରେ ଜଳସମ୍ପଦ ବିଭାଗର ଗାଡ଼ି ଶ୍ରମିକ ବୋହୁଥିବା ଦେଖିବାକୁ ମିଳିଛି । ଜଳସମ୍ପଦ ବିଭାଗର ସରକାରୀ…

ଓଭରଲୋଡିଂ କରୁଥିଲେ ସାବଧାନ, ଦିନକରେ ୯୨ ଜଣଙ୍କ କଟିଲା ଚାଲାଣ

କଟକ: ଓଭରଲୋଡ୍ କାରୀ ସାବଧାନ । ପରମିଟ୍ ଠାରୁ ଅଧିକ ଓଭରଲୋଡିଂ କରି ରାସ୍ତାରେ ଯାଉଥିଲେ ଚାଲାଣ କଟିବା ସହ ଡ୍ରାଇଭିଂ ଲାଇସେନ୍ସ ବି ଜବତ ହେବ । ଓଭରଲୋଡ୍ ଯାନ ବିରୋଧରେ ରାଜ୍ୟ ପରିବହନ ପ୍ରାଧିକରଣ ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ଡ୍ରାଇଭ୍ ଆରମ୍ଭ କରିଛନ୍ତି । ପ୍ରଥମ ଦିନରେ ମୋଟ ୯୨ଟି ଚାଲାଣ…

କେତେଦିନ ଚାଲିବ ଲାଲ୍ ସେନାର ଆତଙ୍କରାଜ ?

ମାଲକାନଗିରି: ରକ୍ତମୁଖା ଲାଲ୍ ସେନାର ଭିତ୍ତିହୀନ ଆନ୍ଦୋଳନ । ପ୍ରତିଦିନ ସରକାରୀ ସମ୍ପତ୍ତି ଧ୍ୱଂସ କରି ନିଜ ଲକ୍ଷ୍ୟହୀନ ଆନ୍ଦୋଳନର ଦ୍ୱାହି ଦେଉଛି । ପୁଣିଥରେ ଛତିଶଗଡ ବିଜାପୁର ଜିଲ୍ଲାରେ ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି । ସୂଚନା ଅନୁଯାୟୀ ଉନ୍ନୟନ ମୂଳକ କାମକୁ ବିରୋଧ କରି ବିଜାପୁର…

ଛତିଶଗଡରେ ଲାଲ୍ ସେନା ଆତଙ୍କ, ଜାଳିଦେଲେ ୧୧ଗାଡି

ମାଲକାନଗିରି: ଛତିଶଗଡରେ ଜାରି ରହିଛି ମାଓବାଦୀଙ୍କ ଔଦ୍ଧତ୍ୟ । ବିକାଶକୁ ଲଗାତାର ବିରୋଧ କରୁଛି ଲାଲ୍ ସେନା । ଆତ୍ମଗର୍ବରେ ବଶୀଭୂତ ହୋଇ ଜାଳିଦେଲେ ୧୧ଟି ଗାଡି । ମାଓବାଦୀଙ୍କ ଲଙ୍କାକାଣ୍ଡରେ ଟ୍ରାକ୍ଟର, ରୋଡ୍ ରୋଲର୍ ଓ ଟ୍ରକ୍ ଜଳିପୋଡି ଧ୍ୱଂସ ହୋଇଥିବା ସୂଚନା ମିଳିଛି । ସଦ୍ୟ ରିପୋର୍ଟ…

ଲକ୍‌-ଡାଉନରେ କୃଷି ଅଧିକାରୀଙ୍କ ଗାଡି ଅଟକାଇ ଉଠବସ୍ ହେଲେ ପୋଲିସ କର୍ମଚାରୀ !

ବିହାର: ଏଠି ନିୟମ ଭାଙ୍ଗିବା ବି ଭୁଲ, ନିୟମ ମାନିବାକୁ କହିବା ବି ଭୁଲ୍ । ବିହାର ଲକ୍‌-ଡାଉନରେ ବରିଷ୍ଠ କୃଷି ଅଧିକାରୀଙ୍କୁ ପାସ୍ ମାଗିବାରୁ ଜଣେ ପୋଲିସ କର୍ମଚାରୀ ଅପମାନିତ ତଥା ଦଣ୍ଡିତ ହୋଇଛନ୍ତି । ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିବା ଏହି ଭିଡିଓରେ କିଛି ଲୋକ ଓ ପୋଲିସଙ୍କ ଗହଣରେ…