ଭେଣ୍ଡିଂ ଜୋନ ବ୍ୟବସ୍ଥା ନଥିବାରୁ ବଢୁଛି ଅସନ୍ତୋଷ
ଯାଜପୁର: ଯାଜପୁର ସହରରେ ନାହିଁ କୌଣସି ଭେଣ୍ଡିଂ ଜୋନ । ରାସ୍ତା ଉପରେ ଚାଲିଛି ପରିବା ହାଟ । ଆଉ ପୋଲ ଉପରେ ଚାଲିଛି ଆମିଷ ବ୍ୟବସାୟ । ଏ ହେଉଛି ଜିଲାପାଳ ଅପିଂସ ସମ୍ମୁଖର ଦୃଶ୍ୟ । ଭେଣ୍ଡି ଜୋନ ଯୋଗାଇବାର ଦାୟିତ୍ୱ ଉଭୟ ପୌରପାଳିକା ଏବଂ ନିୟନ୍ତ୍ରିତ ବଜାର କମିଟିର ହୋଇଥିବା ବେଳେ ଆଜି…