Latest Odisha News

BREAKING NEWS

Browsing Tag

Venkaiah Naidu

ରଥ ଯାତ୍ରା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି  ଏମ ଭେଙ୍କୟା ନାଇଡୁ ରଥ ଯାତ୍ରା ଅବସରରେ  ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି  ।  ରଥଯାତ୍ରାର ଶୁଭ ଅବସରରେ ଆମ ଦେଶର ଲୋକମାନଙ୍କୁ ମୁଁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବିବେଚନା କରାଯାଉଥିବା…

ବ୍ଲୁ ଟିକ୍ ହଟାଇବା ପରେ ପୁଣି ଫେରାଇଲା ଟ୍ବିଟର

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ବ୍ୟକ୍ତିଗତ ଆକାଉଣ୍ଟ (@MVenkaiahNaidu) ରୁ ଟ୍ୱିଟର ପକ୍ଷରୁ ଶନିବାର ଦିନ ବ୍ଲୁ ଟିକ୍ ହଟାଇ ଦିଆଯାଇଥିଲା। ହେଲେ କିଛି ଘଣ୍ଟା ମଧ୍ୟରେ ଟ୍ୱିଟର ପୁଣି ବ୍ଲୁ ଟିକ୍ କୁ ରିଷ୍ଟୋର୍ କରିଥିଲା। କମ୍ପାନୀର ସୂଚନା ଅନୁଯାୟୀ, ଦୀର୍ଘ ଦିନ ଧରି…

ଓଡ଼ିଶାରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଯାଇଛନ୍ତି…

ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଭୁବନେଶ୍ୱର: ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତି ଆଜି ଦିନ ୧୧ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ରାଜଭବନରେ ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ଣରେ ଉପରାଷ୍ଟ୍ରପତି କଟକ ଯିବେ । ବିଜୁ…

ଏପ୍ରିଲ୍ ୨ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଏପ୍ରିଲ୍ ୨ ତାରିଖରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ । ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ଉପରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସୂତ୍ର ଅନୁସାରେ,…

ଏମିତି କରି ମହାମାରୀକୁ ମାତ ଦେଲେ ଉପରାଷ୍ଟ୍ରପତି, ସେୟାର କଲେ ସିକ୍ରେଟ୍

ନୂଆଦିଲ୍ଲୀ: କରୋନାରୁ ସୁସ୍ଥ ହୋଇଛନ୍ତି ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ । ୭୧ ବର୍ଷ ବୟସରେ ଡାଏବେଟିସ୍ ଓ ଆଉ କିଛି ସ୍ୱାସ୍ଥ୍ୟ ସମସ୍ୟା ଥିଲେ ବି କରୋନା ସହ ଲଢ଼େଇରେ ସେ ବିଜୟୀ ହୋଇଛନ୍ତି । କେମିତି ମହାମାରୀକୁ ମାତ ଦେଲେ ତାର ସିକ୍ରେଟ ସୋସିଆଲ୍ ମିଡିଆରେ ସେୟାର କରିଛନ୍ତି…

ଉପରାଷ୍ଟ୍ରପତି ଭେଙ୍କୟାନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଏନ୍ ଭେଙ୍କୟାନାଇଡୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ଉପରାଷ୍ଟ୍ରପତିଙ୍କର କାର୍ଯ୍ୟାଳୟରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । The Vice President of India who underwent a routine COVID-19 test today morning has been tested…

ଓଡିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଓଡିଶା ଗସ୍ତରେ ଶୁକ୍ରବାର ଦିନ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଆଉ କିଛିସମୟ ପରେ ଉପରାଷ୍ଟ୍ରପତି ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବଲାଙ୍ଗିରରେ ପହଞ୍ଚିବେ। ସେଠାରୁ ସେ ବଲାଙ୍ଗିରର ବରନିକଣାରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ କରିବା…

ଡିସେମ୍ବର ୨୭ରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଏହି ଅବସରରେ ସେ ବଲାଙ୍ଗିରର ବରନିକଣାରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଗତ ୨୦୧୮ ମସିହା ମେ’ ୨୧ରେ ପେଟ୍ରୋଲିୟମ୍ ଓ…

ଭୁବନେଶ୍ୱରରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରବିବାର ଦିନ ୧୦ଟା ୧୫ମି.ରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ପହଞ୍ଚିଛନ୍ତି । ଉପରାଷ୍ଟ୍ରପତି ‘ରାଜଦୂତ’ ନାମକ ଏକ ସ୍ୱତନ୍ତ୍ର ବିମାନରେ ଆସି ଏୟାରପୋର୍ଟରେ ପହଞ୍ଚିବା ପରେ ସେଠାରେ ମୁଖ୍ୟମନ୍ତ୍ରୀ ନବୀନ…