ପୁରୀ ବଡଦାଣ୍ଡ, ହେମନ୍ତ ଦାସ ଓ କେହିଜଣେ ସିନେମା ପ୍ରେମୀ ରିକ୍ସାବାଲା
କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ
- ବାବୁ ତୁ କ’ଣ ଆଉ ସିନେମାରେ କାମ କରୁନୁ ?
- ନାଇଁରେ, ମୁଁ ବୁଢ଼ା ହୋଇଗଲିଣି ତ, ସେଥିପାଇଁ ସେମାନେ ମୋତେ ଆଉ ଖୋଜୁନାହାନ୍ତି । ଯା’ହେଉ, ତୁ ମୋତେ ମନେରଖିଛୁ ।
ପ୍ରାୟ ପନ୍ଦର ବର୍ଷ ତଳେ ପୁରୀ ବଡ଼ଦାଣ୍ଡରେ ଜଣେ ରିକ୍ସାବାଲା ଓ…