Latest Odisha News
Browsing Tag

Veteran Leader Ramakrushna Pattanaik

ପରଲୋକରେ ବର୍ଷିୟାନ୍ ରାଜନେତା ରାମକୃଷ୍ଣ ପଟ୍ଟନାୟକ

ଭୁବନେଶ୍ୱର: ଆଉ ନାହାନ୍ତି ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ । ଆଜି ସକାଳ ୯ଟା ୩୦ରେ ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି । ୮୧ ବର୍ଷ ବୟସର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାମକୃଷ୍ଣ ପଟ୍ଟନାୟକଙ୍କ ମୃତ୍ୟୁ ନେଇ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି…