Latest Odisha News

BREAKING NEWS

Browsing Tag

Vice President M. Venkaiah Naidu

ଉପାଧ୍ୟକ୍ଷଙ୍କ ପ୍ୟାନେଲରେ ପୁଣି ସ୍ଥାନ ପାଇଲେ ସସ୍ମିତ ପାତ୍ର

ନୂଆଦିଲ୍ଲୀ:  ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ-ରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ ରାଜ୍ୟସଭା ପାଇଁ ଉପାଧ୍ୟକ୍ଷମାନଙ୍କ ପ୍ୟାନେଲକୁ ପୁନର୍ଗଠନ କରିଛନ୍ତି । ଏହି ପ୍ୟାନେଲରେ ଓଡ଼ିଶାର ରାଜ୍ୟସଭା ସାଂସଦ ଡ ସସ୍ମିତ ପାତ୍ର ଙ୍କୁ ପୁଣିଥରେ ସ୍ଥାନ ଦେଇଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । …

ବ୍ଲୁ ଟିକ୍ ହଟାଇବା ପରେ ପୁଣି ଫେରାଇଲା ଟ୍ବିଟର

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ବ୍ୟକ୍ତିଗତ ଆକାଉଣ୍ଟ (@MVenkaiahNaidu) ରୁ ଟ୍ୱିଟର ପକ୍ଷରୁ ଶନିବାର ଦିନ ବ୍ଲୁ ଟିକ୍ ହଟାଇ ଦିଆଯାଇଥିଲା। ହେଲେ କିଛି ଘଣ୍ଟା ମଧ୍ୟରେ ଟ୍ୱିଟର ପୁଣି ବ୍ଲୁ ଟିକ୍ କୁ ରିଷ୍ଟୋର୍ କରିଥିଲା। କମ୍ପାନୀର ସୂଚନା ଅନୁଯାୟୀ, ଦୀର୍ଘ ଦିନ ଧରି…

ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦୀକ୍ଷାନ୍ତ ଭାଷଣରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଇଛନ୍ତି । ଓଡ଼ିଆରେ ସେ ଭାଷଣ ଆରମ୍ଭ କରିଥିଲେ । ଉପରାଷ୍ଟ୍ରପତି କହିଛନ୍ତି, ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର…

ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଆଜି ଯୋଗଦେବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ । ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀକ୍ଷାନ୍ତ ଭାଷଣ ଦେବେ ଉପରାଷ୍ଟ୍ରପତି । ସକାଳ ସାଢ଼େ ୧୦ଟାରେ ଆରମ୍ଭ…