Latest Odisha News

BREAKING NEWS

Browsing Tag

Vice President

ସଂଖ୍ୟା ଖେଳରେ କିଏ ଜିତିବ ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଧନଖଡ ଏବଂ ମାର୍ଗାରେଟ ଆଲଭାଙ୍କ  ମଧ୍ୟରେ କାଲି ଭୋଟ ହେବ । ଏହି ନିର୍ବାଚନର ବିଶେଷ କଥା ହେଉଛି ଭୋଟ୍ ସମୟରେ ସାଂସଦଙ୍କୁ କେବଳ ଗୋଟିଏ ଭୋଟ୍ ଦେବାକୁ ପଡିବ, କିନ୍ତୁ ତାଙ୍କୁ ତାଙ୍କ ପସନ୍ଦ ଆଧାରରେ ପ୍ରାଥମିକତା…

ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ; ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୁଖତାର୍ ଅବ୍ବାସ ନକଭୀ

ନୂଆଦିଲ୍ଲୀ: ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରାଳୟର ମନ୍ତ୍ରୀ ମୁଖତାର ଅବ୍ବାସ ନକଭୀ ବୁଧବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ମୁଖତାରଙ୍କ ଇସ୍ତଫା ସମ୍ଭାବ୍ୟ ପ୍ରାର୍ଥୀତ୍ବ ପାଇଁ ବଳ ଯୋଗାଇଛି । ଏବେ ବାଜପେୟୀ ଅମଳର ଏହି ଟାଣୁଆ ନେତାଙ୍କୁ ଦେଶର ଦ୍ବିତୀୟ…

ରଥ ଯାତ୍ରା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି  ଏମ ଭେଙ୍କୟା ନାଇଡୁ ରଥ ଯାତ୍ରା ଅବସରରେ  ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି  ।  ରଥଯାତ୍ରାର ଶୁଭ ଅବସରରେ ଆମ ଦେଶର ଲୋକମାନଙ୍କୁ ମୁଁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବିବେଚନା କରାଯାଉଥିବା…

ଅଗଷ୍ଟ ୬ରେ ଉପ ରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୧୯ ନାମାଙ୍କନର ଶେଷ ତାରିଖ

ନୂଆଦିଲ୍ଲୀ: ନୂଆ ରାଷ୍ଟ୍ରପତିଙ୍କ ସହ ଦେଶକୁ ମିଳିବ ନୂଆ ଉପ ରାଷ୍ଟ୍ରପତି । ଜାତୀୟ ନିର୍ବାଚନ କମିଶନ ବୁଧବାର ଉପ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଅଗଷ୍ଟ ୬ ତାରିଖରେ ଉପ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବ । ଆବଶ୍ୟକ ପଡ଼ିଲେ ଭୋଟ୍ ଗଣନା ସେଇ ଦିନ କରାଯିବ । ଉପ…

ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଭୁବନେଶ୍ୱର: ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତି ଆଜି ଦିନ ୧୧ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ରାଜଭବନରେ ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ଣରେ ଉପରାଷ୍ଟ୍ରପତି କଟକ ଯିବେ । ବିଜୁ…

ଏପ୍ରିଲ୍ ୨ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଏପ୍ରିଲ୍ ୨ ତାରିଖରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ । ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ଉପରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସୂତ୍ର ଅନୁସାରେ,…

ଖରାପ ପାଗ ଯୋଗୁଁ ବାତିଲ ହେଲା ଉପ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ

ବଲାଙ୍ଗିର: ଓଡିଶା ଗସ୍ତରେ ଶୁକ୍ରବାର ଦିନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଆସିବାକୁ ଥିବାବେଳେ ଖରାପ ପାଗ ଯୋଗୁଁ ଏହା ବାତିଲ ହୋଇଛି । ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ସେ ବଲାଙ୍ଗିର ଗସ୍ତରେ ଆସି ବରକାଣିରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ…

ଓଡିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଓଡିଶା ଗସ୍ତରେ ଶୁକ୍ରବାର ଦିନ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଆଉ କିଛିସମୟ ପରେ ଉପରାଷ୍ଟ୍ରପତି ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବଲାଙ୍ଗିରରେ ପହଞ୍ଚିବେ। ସେଠାରୁ ସେ ବଲାଙ୍ଗିରର ବରନିକଣାରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ କରିବା…

ଡିସେମ୍ବର ୨୭ରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଏହି ଅବସରରେ ସେ ବଲାଙ୍ଗିରର ବରନିକଣାରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଗତ ୨୦୧୮ ମସିହା ମେ’ ୨୧ରେ ପେଟ୍ରୋଲିୟମ୍ ଓ…