ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବୋଲଗଡର ଜଣେ କନିଷ୍ଠ ଯନ୍ତ୍ରୀ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫସିଛନ୍ତି। ବୋଲଗଡ ବ୍ଲକ ଗ୍ରାମ ପଞ୍ଚାୟତ ବୈଷୟିକ ସହାୟକ (JE) ଭାବରେ କାର୍ଯ୍ୟ କରୁଥିଲେ ନୃସିଂହ ନାଥ ପ୍ରଧାନ।
ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକର ଖଙ୍ଗୁରିଆ ଗ୍ରାମ ପଞ୍ଚାୟତର…