Latest Odisha News
Browsing Tag

Vigilance Arrest

ଭିଜିଲାନ୍ସ ଜାଲରେ ଓ୍ୱାର୍ଡ ଅଫିସର; ୧୫ ହଜାର ନେଇ ଗିରଫ

ଭୁବନେଶ୍ୱର: ବିଏମସିର ଟ୍ୟାକ୍ସ ଆଦାୟକାରୀ ଅଫିସର ତଥା ଓ୍ୱାର୍ଡ ଅଫିସର ହେମନ୍ତ ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଖଣ୍ଡଗିରି ସ୍ଥିତ ଓ୍ୱାର୍ଡ ନଂ-୨୩ର ଓ୍ୱାର୍ଡ ଅଫିସର ତଥା ଟ୍ୟାକ୍ସ କଲେକ୍ଟର ହେମନ୍ତ ସାହୁ ଏବଂ ପୂର୍ବତନ ଟ୍ୟାକ୍ସ କଲେକ୍ଟର ଯୋଗେନ୍ଦ୍ର ପ୍ରଧାନ…

ଜେଲ ଗଲେ ରାଉରକେଲା ଆସିଷ୍ଟାଣ୍ଟ କଲେକ୍ଟର

ରାଉରକେଲା: ଆସିଷ୍ଟାଣ୍ଟ କଲେକ୍ଟର ମନରୋଞ୍ଜନ ନାଏକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଦୁଇ କୋଟିରୁ ଅଧିକ ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଗିରଫ ହୋଇଛନ୍ତି । ଗତକାଲି ଏକାସଂଗେ ୫ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍ । ତେବେ ଗିରଫ ପରେ ଆଜି କୋର୍ଟ ଚାଲାଣ ହେବ । ଆୟ…

ଭିଜିଲାନ୍ସ ରେଡ୍: ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧିକାରୀଙ୍କ ଘରୁ ୯ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର: ପୂଜା ପୂର୍ବରୁ ଭିଜିଲାନ୍ସ ସ୍କାନରରେ ସରକାରୀ ଅଧିକାରୀ । ବିପୁଳ ପରିମାଣର ଟଙ୍କା ଧରି ଘରକୁ ଫେରିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ବାଲେଶ୍ୱର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀଙ୍କ ଘରୁ ୯ ଲକ୍ଷ ୨୫ ହଜାର ଟଙ୍କା ଜବତ ହୋଇଛି । ତାଙ୍କ ନାଁ ନରୋତ୍ତମ ବେହେରା ।…

ଭିଜିଲାନ୍ସ ଜାଲରେ ପଡ଼ିଥିବା ୩ ସରକାରୀ ବାବୁ ଗିରଫ, ସାଢ଼େ ୨୨ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ଗତକାଲି ବିପୁଳ ପରିମାଣର ଟଙ୍କା ସହ ଭିଜିଲାନ୍ସ ପଞ୍ଝାରେ ପଡ଼ିଥିବା ୩ ପ୍ରଥମ ଶ୍ରେଣୀ ଅଧିକାରୀ ଗିରଫ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ବୈତରଣୀ ଜଳ ସମ୍ପଦ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବିଧାନ ସାହୁ, ବାଲେଶ୍ୱର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ: ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅତିରିକ୍ତ ତହସିଲଦାର । ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ଜାଲରେ ପଡିଛନ୍ତି ।  ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ି ଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ…

୧୫ ଶହ ଟଙ୍କା ଲାଞ୍ଚ ନେବା ବେଳେ ବନ୍ଧା ହେଲେ ପୋଲିସ ବାବୁ

ଭୁବନେଶ୍ୱର: ହାତ ଗୁଞ୍ଜା ନେଉଥିଲେ ପୋଲିସ ବାବୁ । ଧରିଲା ଭିଜିଲାନ୍ସ । ୧୫ ଶହ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭୁବନେଶ୍ୱର ଧଉଳି ଥାନାର ଜଣେ ଏଏସଆଇ । ତାଙ୍କ ନାଁ ତୋଫାନ ଗୁରୁ । ତାଙ୍କୁ ଗିରଫ କରାଯାଇଥିବା ବେଳେ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ।…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ; ଲାଞ୍ଚ ନେଇ ଧରାପଡିଲେ ତହସିଲଦାର

ସୋନେପୁର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଛନ୍ତି ସରକାରୀ ବାବୁ। ଦରମା ଟଙ୍କାରେ ପୁରୁନି ପେଟ। ବାବୁଙ୍କ ଦରକାର ମୋଟା ଅଙ୍କର ଲାଞ୍ଚ। ଆମେ କହୁଛୁ ସୋନପୁର ଜିଲ୍ଲା ତରବା ତହସିଲଦାର ସୁବ୍ରତ ବେହେରାଙ୍କ କଥା। ସୋମବାର ଦିନ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ ଟିମ୍।…

ଲାଞ୍ଚ ନେଇ ଧରାପଡିଲେ ପ୍ରିନ୍ସପାଲ

ବ୍ରହ୍ମପୁର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ କୁକୁଡାଖଣ୍ଡି ଯୁକ୍ତ ୨ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜିଆରଏଫ ଏମ୍ ଟୁନା ପାତ୍ର(୫୪)। ଜିପିଏଫ ବିଲ୍ ପଠାଇବା ପାଇଁ ପଦାର୍ଥ ବିଜ୍ଞାନ ଡେମୋନଷ୍ଟ୍ରେଟର ବସନ୍ତ କୁମାର ଜେନାଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ…

ବନ୍ଧା ହେଲେ କୋଟିପତି ପୂର୍ବତନ ରେଞ୍ଜର

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲୁଗାଁର ପୂର୍ବତନ ରେଞ୍ଜର । ତାଙ୍କ ନାଁ ଅଭୟ ଜେନା । ଆଜି ତାଙ୍କୁ ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ସେଲ୍ । ଗତକାଲି ଅଭୟ ଜେନାଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ବିଭାଗ । ଚଢାଉ ବେଳେ ୪ କୋଟି…

ସ୍ୱତନ୍ତ୍ର ସଚିବ ଅଜୟ ଦାସ ଗିରଫ

ଭୁବନେଶ୍ୱର: ଗିରଫ ହେଲେ କୋଟିପତି ସ୍ୱତନ୍ତ୍ର ସଚିବ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଓଏଏସ୍ ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ୱତନ୍ତ୍ର ସଚିବ ଅଜୟ ଦାସଙ୍କୁ ଗିରଫ କରିଛି । ଗତକାଲି ଭିଜିଲାନ୍ସ ତାଙ୍କ ବାସଭବନ ସମେତ ଏକକଳିନ ୫ଟି ସ୍ଥାନରେ ଚଢ଼ାଉ…