Latest Odisha News

BREAKING NEWS

Browsing Tag

Vigilance Director

ଓଡ଼ିଶା ଆସୁଛି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: କୋଲକାତାରୁ ଓଡ଼ିଶା ଆସୁଛି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପାର୍ଥିବ ଶରୀର । କିଛି ସମୟ ପୂର୍ବରୁ ମର ଶରୀର ବାଲେଶ୍ୱରରେ ପହଞ୍ଚିଥିଲା । ସେଠାରେ ତାଙ୍କୁ ଜିଲ୍ଲା ଭିଜିଲାନ୍ସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଅପରାହ୍ଣରେ ମୃତଦେହ କଟକରେ ପହଞ୍ଚିବ ।…

ଆଉ ନାହାନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଆଇପିଏସ୍ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଡକ୍ଟର ଦେବାଶିଷ ପାଣିଗ୍ରାହୀ । କରୋନାରେ ଆକ୍ରାନ୍ତ ହୋଇ କୋଲକାତାରେ ତାଙ୍କ ଇକମୋ ଚିକିତ୍ସା ଚାଲିଥିବା ବେଳେ ରାତି ୧୦ ଟା ୧୫ ସମୟରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା । ଗତ ୮…