Latest Odisha News

BREAKING NEWS

Browsing Tag

vigilance net

DL ବାତିଲ୍ ଭୟ ଦେଖାଇ ଅଟୋ ଚାଳକଙ୍କ ଠାରୁ ଲାଞ୍ଚ ନେଇଥିଲେ ଆୟୁଷ ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେଇ ଧରା ପଡ଼ିଛନ୍ତି ଆୟୁଷ ଡାକ୍ତର । ସୁନ୍ଦରଗଡ଼ ଜିଲ୍ଲା ଗଇରାବାହାଲ ପିଏଚସିର ମେଡିକାଲ୍ ଅଫିସର ତଥା ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରାଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଅଟୋ ଡ୍ରାଇଭରଙ୍କ ଠାରୁ ଡକ୍ଟର ବେହେରା ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ, ଭୁବନେଶ୍ୱରରେ ରହିଛି ଏକାଧିକ ପ୍ଲଟ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ଜିଲ୍ଲା ଡମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ୪ ଜଣ ଡିଏସପିଙ୍କ ନେତୃତ୍ୱରେ ଏକାଧିକ ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ଚଢ଼ାଉ ବେଳେ ଠାବ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବିଇଓ ଅଫିସର ମୁଖ୍ୟ କିରାଣି

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣି । କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ହେଡ୍ କ୍ଲର୍କ ଯୁଧିଷ୍ଠିର ହରିଜନ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଜଣେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଙ୍କୁ ଅବସରକାଳୀନ ସୁବିଧା ଯୋଗାଇ ଦେବା ପାଇଁ…

ଭିଜିଲାନ୍ସ ଜାଲରେ ତହସିଲଦାର, ନେଉଥିଲେ ୪୦ ହଜାର ଟଙ୍କା ଲାଞ୍ଚ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର ଲାଞ୍ଚ ନେଇ ଧରାପଡ଼ିଛନ୍ତି । ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀଙ୍କୁ ଧରିଛି । ମଣ୍ଡାକିଆର ସେନାପତି ପ୍ରଧାନଙ୍କ ସିଜ୍ ଟ୍ରାକ୍ଟରକୁ ମୁକ୍ତ କରିବା ଲାଗି ତହସିଲଦାର ୪୦ ହଜାର ଟଙ୍କା…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଫରେଷ୍ଟ ଗାର୍ଡଙ୍କ ଠାରୁ ନେଉଥିଲେ ଲାଞ୍ଚ

ନୟାଗଡ଼: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର । ନୟାଗଡ଼ ଛେମୁଣ୍ଡିଆ ସେକ୍ସନରେ ବନ୍ୟପ୍ରାଣୀ ଫରେଷ୍ଟର ବାବେ କାର୍ଯ୍ୟ କରୁଥିବା ଗୋଲେଖ ବିହାରୀ ବେହାରଙ୍କୁ ଭିଜିଲାନ୍ସ ଧରିଛି । ଗୋଲେଖ ୩୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଛେମୁଣ୍ଡିଆ ଫରେଷ୍ଟ…

ଭିଜିଲାନ୍ସ ଜାଲରେ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ, ଚାଷୀଙ୍କ ଠାରୁ ନେଉଥିଲେ ୨୬ ହଜାର ଲାଞ୍ଚ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ । ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ବୁଗୁଡ଼ା ବ୍ଲକ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ ଉମା ଚରଣ ବେହେରା । ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଚାଷୀଙ୍କ ଫିଲ୍ଡ…

ଭିଜିଲାନ୍ସ ଜାଲରେ ସୁପରଭାଇଜର

କଳାହାଣ୍ଡି: କଳାହାଣ୍ଡିର ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ କୁତ୍ରୁଖମାର ସେକ୍ଟରର ଆଇସିଡିଏସ ସୁପରଭାଇଜର ରାଧାମଣି ଦେଈ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ କୁତ୍ରୁଖମାର ସେକ୍ଟର ଅନ୍ତର୍ଗତ କୁରୁମଚୁଆଁ…

ସମବାୟ ସମିତି ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ଼

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ବଲାଙ୍ଗୀର କେନ୍ଦ୍ର ସମବାୟ ସମିତିର ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜର ସୁଧୀର ନନ୍ଦଙ୍କ ଘର ସମେତ ୩ ସ୍ଥାନରେ ଚଢ଼ାଉ କରିଛି…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସିଡିପିଓ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା କୋକସରା ସିଡିପିଓ ଜୟନ୍ତୀ ମହାନ୍ତି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ସୁନମଲ ସେଣ୍ଟରର ଅଙ୍ଗନବାଡ଼ି କର୍ମୀ ଆରତୀ ଦଣ୍ଡସେନାଙ୍କ ଅଭିଯୋଗ ପରେ ଭିଜିଲାନ୍ସ ଟିମ୍ ସିଡିପିଓଙ୍କୁ ଧରିବା ପାଇଁ ଜାଲ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ କୋରାପୁଟ ସିଡିପିଓ

ଜୟପୁର: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ୍ ଚାଇଲ୍ଡ ଡେଭଲପମେଣ୍ଟ ପ୍ରୋଜେକ୍ଟ ଅଫିସର (ସିଡିପିଓ) ସ୍ନିଗ୍ଧାରାଣୀ ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ନନ୍ଦପୁର ସ୍ଥିତ ବଡସନ ସାହି ଗ୍ରାମର ସ୍ନେହଲତା ଦଳପତି ନାମକ ଜଣେ…