Latest Odisha News

BREAKING NEWS

Browsing Tag

vigilance raid

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: କମିଶନରେଟ ପୋଲିସର ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଝା ମାରିଛି ଭିଜିଲାନ୍ସ ଟିମ୍ । ଆଜି ଏକକାଳୀନ ପ୍ରସନ୍ନଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ ଚାଲିଛି । ଏଥିରେ ଅଛି ପ୍ରସନ୍ନଙ୍କ ଘର, ହୋଟେଲ୍ ଓ…

ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ୨୩ ଘଣ୍ଟା ରେଡ୍, ସମ୍ପର୍କୀୟଙ୍କ ଘରୁ ମିଳିଲା ୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ପଞ୍ଝା ମାରିଛି ଭିଜିଲାନ୍ସ । ତଦନ୍ତ ଆରମ୍ଭ ହୋଇଥିବା ବେଳେ ପ୍ରମାଣ ଖୋଜା ଚାଲିଛି । ଗତକାଲି ତାଙ୍କ ଘରେ ୨୩ ଘଣ୍ଟା ଧରି ରେଡ୍ ଚାଲିଥିଲା । ସମ୍ପର୍କୀୟ ଓ ସହଯୋଗୀଙ୍କ ଘର ସମେତ ୧୫ଟି…

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ସହଯୋଗୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ । ପ୍ରଦୀପଙ୍କ ଘର ସମେତ ତାଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୧୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚଢ଼ାଉ ତାଲିକାରେ ବ୍ରହ୍ମପୁର ସହର ତଥା ସହର ଉପକଣ୍ଠ ଅଞ୍ଚଳର ୧୦…

ଭିଜିଲାନ୍ସ ଜାଲରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ

ଦେବଗଡ଼: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ଘରେ ରେଡ୍ । ଏକକାଳୀନ ଭିଜିଲାନ୍ସ ଟିମ୍ ତାଙ୍କ ଘର, ସମ୍ପର୍କୀୟଙ୍କ ଘର ଓ ଅଫିସରେ ରେଡ୍ ଚଳାଇଛନ୍ତି । ୩ଟି ସ୍ଥାନରେ ରେଡ୍…

ଭିଜିଲାନ୍ସ ଜାଲରେ ୨ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ଅଧକାରୀ,ବାସଭବନରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ୨ ଅଧିକାରୀ। ରାଉରକେଲା ଆଞ୍ଚଳିକ ପଲ୍ୟୁସନ ଅଧିକାରୀ ଡଃ ପି.କେ ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ରାଉରକେଲାରୁ ଭୁବନେଶ୍ୱର ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଠାରୁ ୧ଲକ୍ଷ ୭୫ହଜାର ନଗଦ…

ଭିଜିଲାନ୍ସ ଜାଲରେ ସୁପରଭାଇଜର

ନୀଳଗିରି: ପୁଣି ଭିଜିଲାନ୍ସ ରେଡ୍ । ବାଲେଶ୍ୱର ନୀଳଗିରି ବରହମପୁର ସେକ୍ଟରରେ ଜଣେ ଅଙ୍ଗନୱାଡି କର୍ମୀଙ୍କ ସମ୍ପର୍କରେ ତଥ୍ୟ ପାଇଁ ଟଙ୍କା ଲାଞ୍ଚ ଅଭିଯୋଗ । ତଥ୍ୟର ଯାଞ୍ଚ ରିପୋର୍ଟ ପ୍ରଦାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇସିଡିଏସ ବିଭାଗ ସୁପରଭାଇଜରଙ୍କୁ ଗିରଫ କରାଯାଇଛି ।…

ଭିଜିଲାନ୍ସ ଜାଲରେ ଦେବଗଡ ଅବକାରୀ ଅଧୀକ୍ଷକ

ଦେବଗଡ଼ : ଭିଜିଲାନ୍ସ ଜାଲରେ ଦେବଗଡ ଅବକାରୀ ଅଧୀକ୍ଷକ ଅଜିତ ମହାପାତ୍ର । ଅବକାରୀ ଅଧୀକ୍ଷକଙ୍କ ଦେବଗଡ଼ ସ୍ଥିତ ବାସଭବନରେ ରେଡ କରିଛି ଭିଜିଲାନ୍ସ । ଅବକାରୀ ଏଏସଆଇ ମଥୁରା ମୋହନ ପ୍ରଧାନଙ୍କ ଜରିଆରେ ଲାଞ୍ଚ ନେବା ଅଭିଯୋଗରେ ଚଢ଼ାଉ ହୋଇଛି । ମଦ ଭାଟି ମାଲିକଙ୍କ ଠାରୁ ଦେଢ଼ ଲକ୍ଷ ଟଙ୍କା…

କେନ୍ଦୁଝର ନେସ୍କୋ ଇଲେକ୍ଟ୍ରିକାଲ୍ ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନସ୍ ଚଢାଉ

କେନ୍ଦୁଝର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ନେସ୍କୋ ଇଲେକ୍ଟ୍ରିକ୍ ବିଭାଗ ଏମଆରଟି ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନସ୍ ଚଢାଉ । ଏକାସାଙ୍ଗରେ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନସ୍ । କେନ୍ଦୁଝରର ନେସ୍କୋ କାର୍ଯ୍ୟାଳୟରେ ମିଟର୍ ରିଡିଂ ବିଭାଗରେ ଡେପୁଟି ମ୍ୟାନେଜର…

କେନ୍ଦୁଝର ବିଦ୍ୟୁତ ବିଭାଗର ଏସ୍‌ଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: କେନ୍ଦୁଝର ବିଦ୍ୟୁତ ବିଭାଗର ଏସ୍‌ଡିଓ ମହେଶ୍ଵର ସେଠୀଙ୍କ ଘରେ ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କର ସ୍ପଞ୍ଜ କଲୋନୀ ଓ ଘଟଗାଁ ସ୍ଥିତ ଘରେ ଭିଜିଲାନ୍ସ ଚଢାଉ କରିଛି। ସେହିପରି ରିମୁଳି ସ୍ଥିତ ତାଙ୍କ ଶ୍ଵଶୁର ଘର ଏବଂ ଘଟଗାଁ ରେ ଥିବା ନିଜ…

ଭିିଜିଲାନ୍ସ ଜାଲରେ ADMO

ସୋନପୁର: ଭିିଜିଲାନ୍ସ ଜାଲରେ ଡାକ୍ତର । ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏଡିଏମଓ  ନବକିଶୋର ବେହେରା । ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ନବକିଶୋର ବେହେରା ନିଜ କର୍ମଚାରୀ ବିଦ୍ୟୁତ ପ୍ରକାଶ ଖମାରୀଙ୍କ ଠାରୁ…