Latest Odisha News

BREAKING NEWS

Browsing Tag

vigilance raid

ଭୁବନେଶ୍ୱରରେ ଅଙ୍ଗନବାଡି ଦିଦିଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି ଦିଦି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର କରୋଡ଼କଣ୍ଟାର ଅଙ୍ଗନବାଡ଼ି କର୍ମୀ କବିତା ମଥାନଙ୍କ ଘରେ ରେଡ୍ ଚାଲିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।…

ଭିଜିଲାନ୍ସ ଜାଲରେ ପିଇଓ, ୩ଟି ସ୍ଥାନରେ ରେଡ୍

ସମ୍ୱଲପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ରେଡ୍ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ପିଇଓ ବିଶ୍ୱମ୍ବର ଭୋଇଙ୍କ ଘରେ ଚଢ଼ାଉ ହୋଇଛି । ଏକକାଳୀନ ୩ଟି ସ୍ଥାନରେ ରେଡ୍ ଚାଲିଛି । ପାଟଣାଗଡ ସ୍ଥିତ ଗଙ୍ଗାନଗରରେ ଥିବା ବାସଭବନ, ପୈତୃକ ଗାଁ…

ଭିଜିଲାନ୍ସ ଜାଲରେ ଭଦ୍ରକ CDPO ଅଫିସର ସୁପରଭାଇଜର

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ ଅଫିସର ସୁପରଭାଇଜର୍ ।  ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଲ୍ଲିଲତା ଦାସଙ୍କ ଘର ସମେତ ଏକକାଳୀନ ୩ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ୩ଟି ଟିମ୍ ଚଢ଼ାଉରେ ସାମିଲ ଅଛନ୍ତି । ଭଦ୍ରକ ସହର ସାମରାଇପୁର ସ୍ଥିତ ବାସଭବନ, ଆମ୍ୱରୋଳି …

ଭଦ୍ରକ ଓ ବରଗଡ଼ ଜିଲ୍ଲାରେ ଭିଜିଲାନ୍ସ ରେଡ୍

କଟକ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଝା ମାରିଲା ଭିଜିଲାନ୍ସ । ଭଦ୍ରକ ଓ ବରଗଡ଼ ଜିଲ୍ଲାରେ ଚଢ଼ାଉ । ଭଦ୍ରକ ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ତାଙ୍କ ନାଁ ମଲ୍ଲିଲତା ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି…

ପୁରୀ ଶିଳ୍ପ କେନ୍ଦ୍ର ଉନ୍ନୟନ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରର ଉନ୍ନୟନ ଅଧିକାରୀ ସୀତାରାମ ସାହୁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ପଞ୍ଝା ମାରିଛି ଭିଜିଲାନ୍ସ ଟିମ୍ । ପୁରୀ, ଭୁବନେଶ୍ୱର ଓ ନୟାଗଡ଼ରେ ଏକକାଳୀନ ୫ଟି ସ୍ଥାନରେ ରେଡ୍ ଚାଲିଛି ।…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବରଗଡ଼: ଭିଜିଲାନ୍ସ ଜାଲରେ ଫରେଷ୍ଟର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ରେଞ୍ଜ ଝାରବନ୍ଧ ଫରେଷ୍ଟର ସୁଶାନ୍ତ ଦାଶଙ୍କ ଘରେ ରେଡ୍ ହୋଇଛି । ଏକକାଳୀନ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ବରଗଡ଼ ଡିଲ୍ଲାର ଦୁଇଟି ସ୍ଥାନରେ ଦୁଇଟି ଟିମ୍ ରେଡ୍…

୨୦ ହଜାର ଲାଞ୍ଚ ନେଇ ଧରା ପଡିଲେ ଆକାଉଣ୍ଟାଣ୍ଟ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଆକାଉଟାଣ୍ଟ । ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ । ସେ ହେଉଛନ୍ତି ନବରଙ୍ଗପୁର ଆରଡବ୍ଲୁଏସଏସ ଅଫିସର ଆକାଉଣ୍ଟାଣ୍ଟ ସୁମିତ କୁମାର। ଏକ କାମର ଏଗ୍ରିମେଣ୍ଟ କାଗଜପତ୍ର ପ୍ରସ୍ତୁତ କରିବା ପାଇଁ ଜଣେ ବ୍ୟକ୍ତିଙ୍କୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଲାଞ୍ଚ…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କିରାଣୀ !

ପୁରୀ: ବେଶ କିଛିଦିନ ହେଲା ରାଜ୍ୟରେ ପ୍ରତିଦିନ ଭିଜିଲାନ୍ସ ଚଢାଉ ଖବର ସାମ୍ନାକୁ ଆସୁଛି । ଖାସ କରି ଧରାପଡୁଛନ୍ତି ସରକାରୀ କର୍ମଚାରୀ । ଏହି ଧାରାରେ ଆଉ ଜଣେ ସରକାରୀ କିରାଣୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି । ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ…

ଭିଜିଲାନ୍ସ ଜାଲରେ ପୁରୀ ସିଡିପିଓ ଅଫିସର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ

ପୁରୀ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ତାଙ୍କ ନାଁ କୃଷ୍ଣଚନ୍ଦ୍ର ଜେନା । ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚାଲିଛି । ପୁରୀରେ ତିନିଟି ଓ ଭୁବନେଶ୍ୱରରେ ଗୋଟିଏ…

ଯୋଡ଼ା ବ୍ଲକ ଟେକ୍ନିକାଲ୍ କନସଲଟାଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକର ସର୍ବଶିକ୍ଷା ଅଭିଯାନର ଟେକନିକାଲ କନସଲଟାଣ୍ଟ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କ୍ଷେତ୍ରବାସୀ ମହାନ୍ତଙ୍କ ଘରେ ଚଢ଼ାଉ ଚାଲିଛି । ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍ ।…