Latest Odisha News

BREAKING NEWS

Browsing Tag

vigilance raid

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରେଟାରୀ

ବରଗଡ଼: ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷାଟଣ୍ଟ ସେକ୍ରେଟାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରେଟାରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ନାଁ ଘନଶ୍ୟାମ ସାହୁ । ଏକକାଳୀନ ଘର ଓ ଅଫିସରେ ଚଢ଼ାଉ କରିଛି…

ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ, ଗାଡ଼ିରୁ ବାହାରିଲା ୨ଲକ୍ଷ ୭୭ ହଜାର ଟଙ୍କା

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ । ସରକାରୀ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା ମିଳିବା ପରେ ତାଙ୍କ ଘରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍ । ଜବତ ଟଙ୍କାର ହିସାବ ଦେଇପାରି ନଥିଲେ ସିଡିଭିଓ ତ୍ରିଲୋଚନ ଧଳ । ଟଙ୍କା ଧରି କଟକ…

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ

ଟିଟିଲାଗଡ଼: ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଆଜି ପୁଣି ବଲାଙ୍ଗୀର ଜିଲ୍ଲାରେ ଭିଜିଲାନ୍ସ ବିଭାଗ ଏକ କୋଟି ପତି ସରକାରୀ କର୍ମଚାରୀଙ୍କୁ ଟାର୍ଗେଟ କରିଛି । ବଲାଙ୍ଗୀର ଜିଲ୍ଲା ପୁଇଁତଲା ବ୍ଲକରେ ବରିଷ୍ଠ କିରାଣୀ ଭାବରେ କାମ କରୁଥିବା ରବୀନ୍ଦ୍ର ମହାନ୍ତିଙ୍କ ବାସ ଭବନରେ ଚଢ଼ାଉ କରିଛି…

ପିଏସ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଅଫିସର । ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ୱର ସ୍ଥିତ ଘରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଭୁବନେଶ୍ୱର ଘର ସମେତ ସମ୍ପର୍କୀୟଙ୍କ ଘରେ ବି ରେଡ୍…

ସମ୍ବଲପୁର ଧନକଉଡା ବିଇଓ କାର୍ଯ୍ୟାଳୟ ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ରେଡ୍

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ୱଲପୁର ଜିଲ୍ଲା ଧନକଉଡା ବିଇଓ କାର୍ଯ୍ୟାଳୟର ମୁଖ୍ୟ କିରାଣି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ମୁଖ୍ୟ କିରାଣି ଦିଲ୍ଲୀପ ଦେବଙ୍କ ଘରେ ଚଢ଼ାଉ ହୋଇଛି । ଏକକାଳୀନ ୨ଟି ସ୍ଥାନରେ ପଞ୍ଝା ମାରିଛି ଭିଜିଲାନ୍ସ ଟିମ୍ । ଚଢାଉ ସମୟରେ ଗୋଟିଏ କୋଠାଘର,…

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲ ଅଧ୍ୟକ୍ଷ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲ ଅଧ୍ୟକ୍ଷ । ତାଙ୍କ ନାଁ ସୂର୍ଯ୍ୟ ନାରାୟଣ ରଥ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ସୂର୍ଯ୍ୟନାରାୟଣଙ୍କର ଝାରସୁଗୁଡ଼ା ସ୍ଥିତ ବାସଭବନ ସମେତ ଏକକାଳୀନ 6ଟି ସ୍ଥାନରେ…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଗଣପତି ପୁରୋହିତଙ୍କ ବଲାଙ୍ଗିର ପେଲେସଲାଇନ୍ ବାସଭବନ ସମେତ ସମ୍ପର୍କୀୟ ଓ…

ଭିଜିଲାନ୍ସ ଜାଲରେ ତହସିଲଦାର, ନେଉଥିଲେ ୪୦ ହଜାର ଟଙ୍କା ଲାଞ୍ଚ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର ଲାଞ୍ଚ ନେଇ ଧରାପଡ଼ିଛନ୍ତି । ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀଙ୍କୁ ଧରିଛି । ମଣ୍ଡାକିଆର ସେନାପତି ପ୍ରଧାନଙ୍କ ସିଜ୍ ଟ୍ରାକ୍ଟରକୁ ମୁକ୍ତ କରିବା ଲାଗି ତହସିଲଦାର ୪୦ ହଜାର ଟଙ୍କା…

୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପାହାଳ ଫାଣ୍ଡି ଏଏସଆଇ

ବାଲିପାଟଣା : ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ଲାଞ୍ଚ ନେବା ବେଳେ ପାହାଳ ଫାଣ୍ଡି ଏଏସଆଇ ପ୍ରଦୀପ କୁମାର ପ୍ରଧାନଙ୍କୁ କାବୁ କରିଛି ଭିଜିଲାନ୍ସ ଟିମ୍ । ଏକ ଜମିଜମା ମାମଲାରେ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଏଏସଆଇ ପ୍ରଦୀପଙ୍କୁ ବାକୁ କରିଥିଲା । ସନ୍ଦୀପ…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍, ୪ଟି ସ୍ଥାନରେ ରେଡ୍

କେନ୍ଦୁଝର: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଗ୍ରାମ୍ୟ ରୋଜଗାର ସେବକ(ଜିଆରଏସ୍)। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ଘଟଗାଁ ପଞ୍ଚାୟତ ଜିଆରଏସଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ତାଙ୍କ ନାଁ ସୌଭାଗ୍ୟଲକ୍ଷ୍ମୀ ତ୍ରିପାଠୀ । ଏକକାଳୀନ ଚାରିଟି…