Latest Odisha News

BREAKING NEWS

Browsing Tag

vigilance raid

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ରେଞ୍ଜର । ଆୟ ବହିର୍ଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ  ମୁରିବାହାଲ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ତାଙ୍କ ନାଁ ରେଞ୍ଜର ପ୍ରଶାନ୍ତ ନାୟକ । ତାଙ୍କ ଟିଟିଲାଗଡ ବାସଭବନ ସମେତ ଏକକାଳୀନ ୩ଟି ସ୍ଥାନରେ ରେଡ୍ ଚାଲିଛି । ଟିଟିଲାଗଡ ହାଟପଦା ସ୍ଥିତ ଘରେ,…

ଭିଜିଲାନ୍ସ ଜାଲରେ ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିନିଅର ଆସିଷ୍ଟାଣ୍ଟ

ଜଗତସିଂହପୁର: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିନିଅର ଆସିଷ୍ଟାଣ୍ଟ । ତାଙ୍କ ନାଁ ସଂଯୁକ୍ତ ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ଜାଗାରେ ରେଡ୍ ଚାଲିଛି । ସଂଯୁକ୍ତାଙ୍କ ଜଗତସିଂହପୁର ଜିଲ୍ଲା ସାତପୁରରେ ଥିବା ଦୁଇ ମହଲା ଘରେ ଚଢ଼ାଉ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଣିତ ଅଧ୍ୟାପକଙ୍କ ଘରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଗଣିତ ଅଧ୍ୟାପକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭଯୋଗରେ ଜଣେ ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ଡକ୍ଟର ପ୍ରସନ୍ନ କୁମାର ମିଶ୍ର । ସେ ଘାଟିକିଆରେ ଥିବା କଲେଜ ଅଫ୍ ଇଞ୍ଜିନିୟିରିଂ ଆଣ୍ଡ ଟେକ୍ନୋଲୋଜିରେ (ସିଇଟି) ଗଣିତ ବିଭାଗର ସହକାରୀ…

ଭୁବନେଶ୍ୱରର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଭୁବନେଶ୍ୱର ସବ କଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ଉଦୟନାଥ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସୁନ୍ଦରପଦାର ଘର, ଭୁବନେଶ୍ୱର ଅଫିସ ଏବଂ କେନ୍ଦ୍ରାପଡା ରାଜନଗର ପୈତୃକ ଘରେ ରେଡ୍ କରିଛି ଭିଜିଲାନ୍ସ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳର ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାଟର୍ସରେ ଭିଜିଲାନ୍ସ ଚଢ଼ାଉ କରିଛି…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ଅନୁଗୋଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । କନିଷ୍ଠ ଯନ୍ତ୍ରୀଙ୍କ ନାଁ ବସନ୍ତ କୁମାର ବସ୍ତିଆ । ଏକକାଳୀନ 4ଟି ସ୍ଥାନରେ ରେଡ୍…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଭୁବନେଶ୍ୱର ଜିପିଏଚ୍ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନଙ୍କ ଘର ସମେତ ୬ଟି…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ଅଧ୍ୟାପକ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗୁରାଣ୍ଡି କଲେଜର ଏଜୁକେସନ୍ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି। ନାଗେଶ୍ୱରଙ୍କ…

ଗିରଫ ହେଲେ କୋଟିପତି ହିନ୍ଦୀ ଶିକ୍ଷକ

ଗଞ୍ଜାମ: ଭିଜିଲାନ୍ସ ଜାଲରେ କୋଟିପତି ହିନ୍ଦୀ ଶିକ୍ଷକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରଙ୍ଗେଇଲୁଣ୍ଡା ଝାଡଙ୍କୁଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନ୍ଦ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି । ବୁଧବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ହିନ୍ଦୀ…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ, ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ସିନିୟର ଆକାଉଣ୍ଟାଣ୍ଟ । ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟି ଅଫିସର ସିନିୟର ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ଅଶୋକ କୁମାର ନନ୍ଦ । ଆୟ ବର୍ହିଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ସକାଳୁ ସକାଳୁ ରେଡ୍ ଚାଲିଛି । ଭିଜିଲାନ୍ସ…