Latest Odisha News

BREAKING NEWS

Browsing Tag

vigilance raid

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଉଦ୍ୟାନ କୃଷି ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦ୍ୟାନ କୃଷି ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । ତାଙ୍କ ନାଁ ରମେଶ ଚନ୍ଦ୍ର ଦାସ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି କଟକ ଭିଜିଲାନ୍ସ…

କୋପରେଟିଭ୍ ସୋସାଇଟି ଆସିଷ୍ଟାଣ୍ଟ ରେଜିଷ୍ଟ୍ରାରଙ୍କ ଘରେ ଭିଜିଲାନ୍ସ ରେଡ୍

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ କୋପରେଟିଭ ସୋସାଇଟି ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର । ତାଙ୍କ ନାଁ ବିଦ୍ୟାଧର ବେହେରା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ବିଭାଗ । ବିଦ୍ୟାଧରଙ୍କ ଢେଙ୍କାନାଳ ସ୍ଥିତ ଅଫିସ୍, ଭୁବନେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌରସଂସ୍ଥାର କାର୍ଯ୍ୟନିର୍ବାହୀ ଅଧିକାରୀ

ବ୍ରଜରାଜନଗର: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ପୌରସଂସ୍ଥାର କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ ପଟେଲ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ । ଦିଲ୍ଲୀପ…

ଭିଜିଲାନ୍ସ ଜାଲରେ ମାଫିଆ ଲିଙ୍କରେ ନିଲମ୍ବିତ ଥାନା ବାବୁ

ବାଲେଶ୍ୱର: ଆୟଠୁ ଅଧିକ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ଥାନା ବାବୁ । ଜଳେଶ୍ୱର ଥାନାର ନିଲମ୍ବିତ ଆଇାଇସି ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଧନେଶ୍ୱରଙ୍କ ଜଳେଶ୍ୱର ସ୍ଥିତ ସରକାରୀ କ୍ୱାର୍ଟର, କଟକ ଓ…

ଗିରଫ ହେଲେ କୋଟିପତି ଡିଏଫ୍‌ଓ

ଭୁବନେଶ୍ୱର: ଗିରଫ ହେଲେ କୋଟିପତି ଡିଏଫଓ । ଆୟ ବହିର୍ଭତ ସମ୍ପତ୍ତି ଠୁଳ ଅଭିଯୋଗରେ ଚିଲିକା ୱାଇଲ୍ଡ ଲାଇଫ୍ ଡିଏଫ୍‌ଓ ଆଲୋକ ରଞ୍ଜନ ହୋତାଙ୍କୁ ଭିଜିଲାନ୍ସ ଗିରଫ କରିଛି । ବର୍ତ୍ତମାନ ସୁଦ୍ଧା ତାଙ୍କ ଠାରୁ ୧ କୋଟି ୩୨ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରାଯାଇଛି। ଡିଏଫ୍‌ଓଙ୍କ…

ଭିଜିଲାନ୍ସ ଜାଲରେ ପୁରୀ ଓ୍ୱାଇଲ୍ଡ ଲାଇଫ ଏସିଏଫ୍, ୫ଟି ସ୍ଥାନରେ ରେଡ୍

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ ସହକାରୀ ବନ ସଂରକ୍ଷକ । ତାଙ୍କ ନାଁ ପ୍ରଶାନ୍ତ କୁମାର ସ୍ୱାଇଁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଏସିଏଫଙ୍କ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭୁବନେଶ୍ୱର ଭିଜିଲାନ୍ସ ଟିମ୍ । ଭୁବନେଶ୍ୱରରେ ଥିବା ଘର, ବାଲିପାଟଣାରେ ଥିବା…

ଲାଞ୍ଚୁଆ ଥାନା ବାବୁ, ୧୦ ହଜାର ଟଙ୍କା ନେବା ବେଳେ ଧରିଲା ଭିଜିଲାନ୍ସ

ବଲାଙ୍ଗିର: ୧୦ ହଜାର ଟଙ୍କା ହାତଗୁଞ୍ଜା ନେବା ବେଳେ ଧରା ପଡ଼ିଲେ ଥାନା ବାବୁ । ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଏସଆଇ । ତାଙ୍କ ନାଁ ସରୋଜ ରଞ୍ଜନ ରଥ । ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ସମ୍ବଲପୁର ଭିଜିଲାନ୍ସ ବିଭାଗ । ଟଙ୍କା ବି ଜବତ ହୋଇଛି ।…

ଭିଜିଲାନ୍ସ ଜାଲରେ ଆରଆଇ, ନେଉଥିଲେ ୩ହଜାର ଟଙ୍କା ଲାଂଚ

ବାଲେଶ୍ୱର: ଲାଂଚ ନେଇ ଭିଜିଲାନ୍ସରେ ଜାଲରେ ପଡିଛନ୍ତି ଆରଆଇ । ଭଦ୍ରକ ଜିଲ୍ଲା ଚାନ୍ଦବାଲିର ରାଜସ୍ୱ ନୀରିକ୍ଷକ ସୁବ୍ରତ କୁମାର ମଲ୍ଲିକଙ୍କୁ ଧରିଛି ବାଲେଶ୍ୱର ଭିଜିଲାନ୍ସ ଟିମ୍ । ଲିଗାଲ ହାୟର ଅର୍ଥାତ୍ ଉତ୍ତରାଧିକାରୀ ସାର୍ଟିଫିକେଟ୍ ପାଇଁ ଜଣେ ବ୍ୟାକ୍ତିଙ୍କ ଠାରୁ ୩ ହଜାର ଟଙ୍କା ଲାଂଚ…

ଭିଜିଲାନ୍ସ ଜାଲରେ ଦେବଗଡ ପୌର ନିର୍ବାହୀ ଅଧିକାରୀ

ଦେବଗଡ: ଭିଜିଲାନ୍ସ ଜାଲରେ ଫସିଛନ୍ତି ଦେବଗଡ଼ ମୁନସିପାଲିଟିର ନିର୍ବାହୀ ଅଧିକାରୀ କୁଞ୍ଜ ପ୍ରଧାନ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଉପରେ ହୋଇଛି ଭିଜିଲାନ୍ସ ଚଢାଉ। ସୂଚନାନୁସାରେ, ଭିଜିଲାନ୍ସର ୪ ଟି ଟିମ ଏକ ସମୟରେ ୪ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି। ନିର୍ବାହୀ…

ଲାଞ୍ଚ ନେଇ ଧରାପଡିଲେ ଆର୍‌ଆଇ ବାବୁ

ନୂଆପଡା: ଭିଜିଲାନ୍ସ ଜାଲରେ ଆର୍‌ଆଇ ବାବୁ । ପାଂଚ ହଜାର ଟଙ୍କା ଲାଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ତୁକୁଲା ଆରଆଇ ଦିନମଣି ରାଉତରାୟ । ଇନ୍ଦିରା ଅବାସ ଘର ବାଲି ଆଣିବା ଅନୁମତି ପାଇଁ ସ୍ଥାନୀୟ ଖଇରଭାଡି ଗ୍ରାମର ଯୁଗଲ କିଶୋର ଠେଲାଙ୍କ ଠାରୁ ପାଞ୍ଚ ହଜାର ଟଙ୍କା…