Latest Odisha News

BREAKING NEWS

Browsing Tag

vigilance raid

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ

କୋରାପୁଟ: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏପରିକି ତାଙ୍କ କାର୍‌ରୁ ନଗଦ ୧୧ ଲକ୍ଷ ୭୩ ହଜାର ୪୩୦ ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ । ନିକଟରେ…

ଲାଞ୍ଚ ନେବାବେଳେ ଧରାପଡିଲେ ମହିଳା ସରପଞ୍ଚ

କୋରାପୁଟ: ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ । କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ୍ ମୁଜାଙ୍ଗ ପଞ୍ଚାୟତର ମହିଳା ସରପଞ୍ଚ ରଇଲା ମାଝି ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ତାଙ୍କୁ ଧରିଛି । ଅଧିକ ପଚରାଉଚରା ପାଇଁ ତାଙ୍କୁ ଜୟପୁର…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାସ୍ଥିତ ସେସୁ ବିଭାଗର କନିଷ୍ଠ ଯନ୍ତ୍ରୀ ଦିପ୍ତୀ ପ୍ରକାଶ ସ୍ୱାଇଁଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ସୋମବାର ଦିନ ତାଙ୍କ ଘରେ ଚଢାଉ କରିଛି । ମିଳିଥିବା ସୂଚନା ଅନୁଯାୟୀ ଆର‌୍ୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ଜାଲରେ ଫସିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରସ୍ଥିତ ଗ୍ରାମ୍ୟ ଉନ୍ନୟନ ବିଭାଗର ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ଭିଜିଲାନ୍ସ ଜାଲରେ ଫସିଥିବା ସମ୍ପୃକ୍ତ ଅଧିକାରୀ ଜଣକ ହେଉଛନ୍ତି…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଏନ.ଏସି.ର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଶୁକ୍ରବାର ଦିନ ତାଙ୍କ ଘରେ ଚଢାଉ କରିଛି । ମିଳିଥିବା ସୂଚନା ଅନୁଯାୟୀ ଆର‌୍ୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଫରେଷ୍ଟ ରେଞ୍ଜର ଦୀନବନ୍ଧୁ ମେହେରଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ମଙ୍ଗଳବାର ଦିନ ତାଙ୍କ ଘରେ ଚଢାଉ କରିଛି । ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି । ମିଳିଥିବା ସୂଚନା…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବରଗଡ: ବରଗଡ ଜିଲ୍ଲାର ଉଠାଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ବୈକୁଣ୍ଠନାଥ ରାଉତଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଶନିବାର ଦିନ ତାଙ୍କ ଘରେ ଚଢାଉ କରିଛି । ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି । ମିଳିଥିବା ସୂଚନା…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ସିଡିପିଓଙ୍କ ଘରେ ଭିଜିଲାନ୍ସ ଚଢାଉ

ବରଗଡ: ବରଗଡ ଜିଲ୍ଲା ଅନ୍ତର୍ଗତ ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଗୁରୁବାର ଦିନ ତାଙ୍କ ଘରେ ଚଢାଉ କରିଛି । ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି । ମିଳିଥିବା ସୂଚନା…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର: ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ସେନାପତିଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ବୁଧବାର ଦିନ ତାଙ୍କ ଘରେ ଚଢାଉ କରିଛି । ମିଳିଥିବା ସୂଚନା ଅନୁଯାୟୀ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଣ୍ଟି-କରପର୍ସନ ଅଧିକାରୀମାନେ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ନୟାଗଡ: ନୟାଗଡ ଜିଲ୍ଲାର କ୍ଷୁଦ୍ରଜଳସେଚନ ପ୍ରକଳ୍ପ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିନୟ ସୁବୁଦ୍ଧିଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଗୁରୁବାର ଦିନ ତାଙ୍କ ଘରେ ଚଢାଉ କରିଛି । ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି ।…